Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଦିଲ୍ଲୀ ଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ, ଏଣିକି ମହିଳାଙ୍କୁ ମିଳିବ ୨୫ ଶହ ଟଙ୍କା

Sanchar Live by Sanchar Live
July 29, 2026
in ଭାରତ
0
ଦିଲ୍ଲୀ ଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ, ଏଣିକି ମହିଳାଙ୍କୁ ମିଳିବ ୨୫ ଶହ ଟଙ୍କା
0
SHARES
57
VIEWS
FacebookTwitter

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ଦିଲ୍ଲୀ ଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ ଦେଇଛି । ୨୮ ଜୁଲାଇରେ କ୍ୟାବିନେଟ ବୈଠକରେ ଏହାକୁ ମଞ୍ଜୁରୀ ଦିଆଯାଇଛି । ଏହା ଅଧିନରେ ମହିଳାଙ୍କୁ ମାସକୁ ୨,୫୦୦ ଟଙ୍କା ଆର୍ଥିକ ସହାୟତା ମିଳିବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ଯୋଜନା ପୋର୍ଟାଲ ଅଗଷ୍ଟ ୧ ତାରିଖରୁ ଆରମ୍ଭ ହେବ ।

ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କହିଛନ୍ତି, ଦିଲ୍ଲୀର ମହିଳାମାନଙ୍କ ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ଦିନ । କ୍ୟାବିନେଟ ଦିଲ୍ଲୀରେ ଆମର ଭଉଣୀମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଛି । ଦିଲ୍ଲୀ ଲକ୍ଷ୍ମୀ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

କେମିତି କରିବେ ଆବେଦନ :

– ଦିଲ୍ଲୀରେ ଲକ୍ଷ୍ମୀ ଯୋଜନା ପୋର୍ଟାଲ ଅଗଷ୍ଟ ୧ ତାରିଖରେ ଲଞ୍ଚ ହେବ । ଏହି ପୋର୍ଟାଲକୁ ଯାଇ ଆବେଦନ କରିପାରିବେ ।
-ମହିଳା ଆବେଦନକାରୀଙ୍କୁ ଆବେଦନ କରିବା ସମୟରେ ଏକ ଆତ୍ମ-ଘୋଷଣା ଫର୍ମ ଦାଖଲ କରିବାକୁ ପଡ଼ିବ।
-ମହିଳାଙ୍କୁ ଏହି ଫର୍ମରେ ପ୍ରମାଣପତ୍ର ଦେବାକୁ ପଡ଼ିବ ଯେ, ସେ ଅତି କମରେ ଗତ ୧୦ ବର୍ଷ ଧରି ଦିଲ୍ଲୀର ବାସିନ୍ଦା ହୋଇଥିବେ।
– ମହିଳାଙ୍କ ବୟସ ୨୧ ରୁ ୬୦ ବର୍ଷ ହୋଇଥିବ ।
-ମହିଳା ଆବେଦନକାରୀଙ୍କର କୌଣସି ଅପରାଧିକ ରେକର୍ଡ ନଥିବ ।
– ପରିବାରର ବାର୍ଷିକ ଆୟ ୨.୫ ଲକ୍ଷରୁ ଅଧିକ ହୋଇନଥିବ ।

ଏହି ଯୋଜନା ଦ୍ବାରା ଆର୍ଥିକ ଭାବେ ଦୁର୍ବଳ ଥିବା ପ୍ରାୟ ୧୭ ଲକ୍ଷ ମହିଳାଙ୍କୁ ଲାଭ ମିଳିବ । ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ମାର୍ଚ୍ଚ ୨୦୨୬-୨୭ ଆର୍ଥିକ ବଜେଟ ବେଳେ ଏହି ଯୋଜନା ପାଇଁ ୫,୧୦୦ କୋଟି ଟଙ୍କା ଆବଣ୍ଟିତ କରିଥିଲେ ।

Tags: Delhi laxmi yojanawoman
ShareTweetShareSend
Sanchar Live

Sanchar Live

Next Post
ବୈତରଣୀରେ ବଡ଼ ବନ୍ୟା ପ୍ରଭାବ: ବୁଡିଛି ୨୦ରୁ ଅଧିକ ଗାଁ

ବୈତରଣୀରେ ବଡ଼ ବନ୍ୟା ପ୍ରଭାବ: ବୁଡିଛି ୨୦ରୁ ଅଧିକ ଗାଁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.