Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶା ଗସ୍ତରେ ଦିଲ୍ଲୀ ବିଧାନସଭାର ବାଚସ୍ପତି

Sanchar Live by Sanchar Live
April 15, 2025
in ଓଡିଶା
0
ଓଡ଼ିଶା ଗସ୍ତରେ ଦିଲ୍ଲୀ ବିଧାନସଭାର ବାଚସ୍ପତି
0
SHARES
10
VIEWS
FacebookTwitter

ଭୁବନେଶ୍ୱର: ଦିଲ୍ଲୀ ବିଧାନସଭା ବାଚସ୍ପତି ଶ୍ରୀ ବିଜେନ୍ଦର ଗୁପ୍ତା ଓ ଉପବାଚସ୍ପତି ଶ୍ରୀ ମୋହନ ସିଂ ବିଷ୍ଟ ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ରାଜ୍ୟ ବିଧାନସଭାଠାରେ ସାକ୍ଷାତ କରିଛନ୍ତି । ଦିଲ୍ଲୀ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆସିଥିବା ଏହି କମିଟିର ସଦସ୍ୟମାନେ ଓଡ଼ିଶା ବିଧାନସଭାର କାର୍ଯ୍ୟାବଳୀ ଓ କାର୍ଯ୍ୟଧାରା ସମ୍ପର୍କରେ ବିଶେଷ ଭାବେ ଅବଗତ ହେବା ସହ ଓଡ଼ିଶା ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲିକେସନ୍‌ (ନେଭା) ମାଧ୍ୟମରେ କାଗଜବିହୀନ ବିଧାନସଭା ପରିଚାଳନାର ସଫଳ କାର୍ଯ୍ୟକାରିତା ନେଇ ଆଲୋଚନା କରିଥିଲେ । ଏହି ଅବସରରେ ଦିଲ୍ଲୀ ବିଧାନସଭାର ସଚିବ ଶ୍ରୀ ରଣଜିତ ସିଂ, ବିତ୍ତ ଅଧିକାରୀ ଶ୍ରୀ ଗୁରୀନ୍ଦର ସିଂ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସମେତ ରାଜ୍ୟ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ

Tags: delhi speakerodisha
ShareTweetShareSend
Sanchar Live

Sanchar Live

Next Post
କଟକ – ଭୁବନେଶ୍ୱରରେ ପ୍ରବଳ ବର୍ଷା

କଟକ - ଭୁବନେଶ୍ୱରରେ ପ୍ରବଳ ବର୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.