Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆରମ୍ଭ ହେଲା ସର୍ବଭାରତୀୟ ଡିଜିପି-ଆଇଜିପି ସମ୍ମିଳନୀ, ଉଦଘାଟନ କଲେ ଶାହା

Sanchar Live by Sanchar Live
November 29, 2024
in ଓଡିଶା
0
ଆରମ୍ଭ ହେଲା ସର୍ବଭାରତୀୟ ଡିଜିପି-ଆଇଜିପି ସମ୍ମିଳନୀ, ଉଦଘାଟନ କଲେ ଶାହା
0
SHARES
9
VIEWS
FacebookTwitter

ଭୁବନେଶ୍ୱର : ଆରମ୍ଭ ହେଲା ସର୍ବଭାରତୀୟ ଡିଜିପି-ଆଇଜିପି ସମ୍ମିଳନୀ । ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସମ୍ମିଳନୀକୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବ ଏହି ସମ୍ମିଳନୀ । ସମ୍ମିଳନୀରେ ଆତଙ୍କବାଦର ମୁକାବିଲା , ମାଓବାଦୀଙ୍କ ମୁକାବିଲା , ଉପକୂଳର ସୁରକ୍ଷା, ନୂଆ ଫୌଜଦାରୀ ଆଇନ ଓ ନିଶା କାରବାରର ମୁକାବିଲା ଉପରେ ଆଲୋଚନା ହେବ । ପୋଲିସର କାର୍ଯ୍ୟ କରିବା ସମୟରେ ଆସୁଥିବା ସମସ୍ୟା , ଭିତ୍ତିଭୂମି ଓ ପୋଲିସ କଲ୍ୟାଣ ସମ୍ପର୍କିତ ପ୍ରସଙ୍ଗରେ ଖୋଲା ମତ ରଖିବେ ବରିଷ୍ଠ ଅଧିକାରୀ । ଏହି ସମ୍ମିଳନୀ ଅବସରରେ ଉତ୍କୃଷ୍ଟ ସେବା ଲାଗି ରାଷ୍ଟ୍ରପତି ପୋଲିସ ମେଡାଲ ପ୍ରଦାନ କରାଯିବ ।

ସେହିପରି ତିନିଦିନିଆ ଡିଜିପି ସମ୍ମିଳନୀରେ ଯୋଗ ଦେବାକୁ ଅପରାହ୍ଣ ୪ଟା ୨୦ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସାଢେ ୪ଟାରେ ବିମାନବନ୍ଦର ପାଖରେ ଏକ ସଭାରେ ଉଦବୋଧନ ଦେବା କାର୍ଯ୍ୟକ୍ରମ ରହିଛି । ସେଠାରୁ ସିଧାସଳଖ ରାଜଭବନ ଯିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କୁ ସ୍ୱାଗତ କରିବାକୁ ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶରେ ଜନତା ଉପସ୍ଥିତ ରହିବେ । ସଂଧ୍ୟା ୬ଟା୩୦ରେ ରାଜଭବନରୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଆସିବେ। ଦଳୀୟ କାର୍ଯ୍ୟାଳୟରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ।

ବୈଠକର କଣ ରହିବ ଏଜେଣ୍ଡା ତାକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ। ଗୁରୁମନ୍ତ୍ର ଦେବେ କି ମୋଦି? କଣ ଦେବେ ଦଳୀୟ ନେତାଙ୍କୁ ଟିପ୍ସ ତାକୁ ନେଇ ସମସ୍ତଙ୍କ ନଜର । ମୋଦିଙ୍କ ଗସ୍ତ ପାଇଁ ବିଜେପି କାର୍ଯ୍ୟାଳୟରେ ବ୍ୟାପକ ପ୍ରସ୍ତୁତି । ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ସଜେଇ ହେଇଛି ବିଜେପ ପାର୍ଟି ଅଫିସ । ଭୁବନେଶ୍ବର ବିଜେପି ପାର୍ଟି ଅଫିସରେ ୨ଘଣ୍ଟା ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସଂଧ୍ଯା ସାଢେ ୬ଟାରୁ ସାଢେ ୮ଟା ପର୍ଯ୍ୟନ୍ତ ରହିବେ । ଦଳୀୟ କାର୍ଯ୍ୟାଳୟରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ । ପରେ ପାର୍ଟି ଅଫିସରେ ଡିନର କରିବେ ମୋଦି । ରାତ୍ର ଭୋଜନରେ ପାରମ୍ପରିକ ଓଡ଼ିଆ ନିରାମିଷ ଖାଦ୍ୟ ପରସାଯିବ । ସାଢେ ୮ଟାରେ ରାଜଭବନ ଫେରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ହୋଇଛି ବ୍ୟାପକ ପ୍ରସ୍ତୁତି।

Tags: Amit shahdgp
ShareTweetShareSend
Sanchar Live

Sanchar Live

Next Post
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ?

କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.