Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଡ଼ଓଷା ପାଇଁ ଚଳଚଞ୍ଚଳ ବାବା ଧବଳେଶ୍ବରଙ୍କ ପୀଠ, ଲାଗିଛି ଭକ୍ତଙ୍କ ଭିଡ଼

Sanchar Live by Sanchar Live
November 14, 2024
in ଓଡିଶା
0
ବଡ଼ଓଷା ପାଇଁ ଚଳଚଞ୍ଚଳ ବାବା ଧବଳେଶ୍ବରଙ୍କ ପୀଠ, ଲାଗିଛି ଭକ୍ତଙ୍କ ଭିଡ଼

Oplus_131072

0
SHARES
10
VIEWS
FacebookTwitter

କଟକ : ବଡ଼ଓଷା ପାଇଁ ଚଳଚଞ୍ଚଳ ହୋଇପଡିଛି ଆଠଗଡର ପ୍ରସିଦ୍ଧ ଧବଳେଶ୍ବର ପୀଠ। ବାବାଙ୍କ ଅତି ପ୍ରିୟ ପର୍ବ ବଡ଼ଓଷା ହୋଇଥିବାବେଳେ ଏହି ଓଷାର ମୁଖ୍ୟ ଆକର୍ଷଣ ହେଉଛି ଗଜଭୋଗ ଓ ତରଣ I ଗତକାଲି ରାତିରେ  ହରିହର ଭେଟ ପରେ ମଧ୍ଯ ରାତ୍ରିର ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଛି ବାବାଙ୍କ ଅତି ପ୍ରିୟ ଭୋଗ ଗଜଭୋଗ ଓ ତରଣ ।

ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦ୍ ଯାପନ କରିଥାନ୍ତି। ସେଥିପାଇଁ ରାତି ଦୁଇଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ , ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇଥିଲା । ଏହାପରେ ଆଜି ଶ୍ରଦ୍ଧାଳୁମାନେ ବାବାଙ୍କୁ ହରିହର ବେଶରେ ଦର୍ଶନ କରୁଛନ୍ତି ।

Tags: athagarhDhabaleswar
ShareTweetShareSend
Sanchar Live

Sanchar Live

Next Post
ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.