Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପିଏମ୍ ମତ୍ସ୍ୟ ସମ୍ପଦ ଯୋଜନା ମତ୍ସ୍ୟଚାଷକୁ ଅଗ୍ରାଧିକାର ଦେବା ସହ ରୋଜଗାରର ନୂଆ ସୁଯୋଗ ଦେଇଛି : ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
November 18, 2024
in ଓଡିଶା
0
ପିଏମ୍ ମତ୍ସ୍ୟ ସମ୍ପଦ ଯୋଜନା ମତ୍ସ୍ୟଚାଷକୁ ଅଗ୍ରାଧିକାର ଦେବା ସହ ରୋଜଗାରର ନୂଆ ସୁଯୋଗ ଦେଇଛି : ଧର୍ମେନ୍ଦ୍ର ପ୍ରଧାନ
0
SHARES
8
VIEWS
FacebookTwitter

ମାଛ ଚାଷ ଉତ୍ପାଦନ ବୃଦ୍ଧି କରିବା ଦିଗରେ ପରୀକ୍ଷା ନୀରିକ୍ଷା କରିବା ପାଇଁ ଏହି ନୂତନ ଭବନରେ ମତ୍ସ୍ୟ ବିଭାଗର  ଜିଲ୍ଲା ଓ ଜୋନାଲ କାର୍ଯ୍ୟାଳୟ ସହିତ ଆକ୍ୱା ଲ୍ୟାବ୍ ଭବନ ମଧ୍ୟ ରହିଛି । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାରେ ମାଛର ସ୍ଥାନ ସ୍ୱତନ୍ତ୍ର । ଅପାର ସମ୍ଭାବନାର ଅଞ୍ଚଳ ହୀରାକୁଦ ଓ ଆଖପାଖ ଅଞ୍ଚଳରେ ଉତ୍ପାଦନ ହେଉଥିବା କୁଡୋ ମାଛର ଚାହିଦା ରାଜ୍ୟ ବାହାରେ ଅଧିକ ରହିଛି । ସେହି ମାଛ ଚାଷକୁ ପ୍ରୋତ୍ସାହନ ଦେବା ଦିଗରେ ମଧ୍ୟ ଆଜିର ନୂତନ ଭବନ ସହାୟକ ହେବ । ଓଡ଼ିଶାରେ ପୂର୍ବ ସରକାର ନାମକୁ ମାତ୍ର ଏହି ସବୁ ବିଭାଗ କାର୍ଯ୍ୟ ପରିଚାଳନା କରୁଥିଲେ । ଏହି କାରଣରୁ ମତ୍ସ୍ୟଚାଷୀମାନେ ଚାଷର ପ୍ରତ୍ୟକ୍ଷ ଲାଭରୁ ବଞ୍ଚିତ ହେଉଥିଲେ । ମାତ୍ର ଓଡ଼ିଶାରେ ବିଜେପିର ନୂଆ ସରକାର ଗଠନ ହେବା ପରେ ରାଜ୍ୟ ଅର୍ଥନୀତିରେ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଦୃଷ୍ଟିରେ ରଖି ମତ୍ସ୍ୟ ଚାଷ ପାଇଁ ବ୍ୟାପକ ସରକାରୀ ପଦକ୍ଷେପ ଗ୍ରହଣ କରାଯାଉଛି । ସମ୍ବଲପୁର, ଦେବଗଡ଼, ବରଗଡ ଜିଲ୍ଲାରେ ମାଛ ଚାଷକୁ ଦୁଇ ଗୁଣିତ କରିବା ପାଇଁ ଆଜି ଏପରି ପଦକ୍ଷେପ ନିଆଯାଇଛି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଗାମୀ ଦିନରେ ଭାରତ ସରକାରଙ୍କ ସହଯୋଗରେ ଏହି ଅଞ୍ଚଳରେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ଏକ ‘ମତ୍ସ୍ୟ ପାର୍କ’ କରାଯିବାର ଯୋଜନା କରାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପାଖାପାଖି ୮୦୦ କୋଟି ଟଙ୍କା ବ୍ୟୟରେ ହୀରାକୁଦ କେନାଲକୁ ବିକଶିତ କରିବା ପାଇଁ ଯୋଜନା ହୋଇଛି ।

ଧାନ ଚାଷ, ମତ୍ସ୍ୟଚାଷ, ଗୋପାଳନ, ଛେଳି ଚାଷ ବିଶେଷକରି ଗ୍ରାମୀଣ ଜନସାଧାରଣଙ୍କ ପାଇଁ ଖାଦ୍ୟ, ପୋଷଣ ଏବଂ ରୋଜଗାରର ଏକ ଗୁରୁତ୍ୱପୂର୍ଣ୍ଣ ଉତ୍ସ ହୋଇ ରହିଛି । ଏ ଦିଗରେ ବିଜେପିର ଡବଲ ଇଞ୍ଜିନ ସରକାର ସବୁ ବର୍ଗର ଚାଷୀଙ୍କ ଆୟକୁ ଦ୍ୱିଗୁଣିତ କରିବା ପାଇଁ ନିରନ୍ତର ପ୍ରୟାସ କରୁଛନ୍ତି । ସୁଭଦ୍ରା ଯୋଜନାରେ ସରକାରଙ୍କ ଠାରୁ ସହାୟତା ପାଉଥିବା ମହିଳାମାନେ ସ୍ଥାନୀୟ ଅର୍ଥନୀତିକୁ ମଜଭୂତ୍ କରିବା ଭଳି ଏହି ସବୁ ଚାଷକୁ ପ୍ରୋତ୍ସାହନ କରିବା ପାଇଁ ପରାମର୍ଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଚାଷୀଙ୍କ ଆୟ ବଢିଲେ ପରିବାର ଓ ସମାଜ ଏବଂ ସ୍ଥାନୀୟ ଅର୍ଥନୀତି ମଜଭୂତ୍ ହେବ । ୨୦୩୬ ମସିହା ସୁଦ୍ଧା ମାଛ ଉତ୍ପାଦନରେ ଆମ ରାଜ୍ୟ ୧ ନମ୍ବର ରାଜ୍ୟରେ ପରିଣତ ହେବା ଲକ୍ଷ୍ୟରେ କାମ କରିବାକି ଆହ୍ୱାନ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ରାଜ୍ୟ ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାୟକ ଓ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Tags: dharmendra pradhanfisherodisha
ShareTweetShareSend
Sanchar Live

Sanchar Live

Next Post
ରାତିରେ ମୁଖ୍ଯମନ୍ତ୍ରୀଙ୍କ ସମୀକ୍ଷା

23ରେ ମନ୍ତ୍ରୀମଣ୍ଡଳ ଓ ମନ୍ତ୍ରୀ ପରିଷଦ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.