Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖଣ୍ଡକୋଟା ଠାରେ ଆୟୋଜିତ ୩୨ତମ ବିରାଟ ଧନୁଯାତ୍ରା ମହୋତ୍ସବରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

Sanchar Live by Sanchar Live
February 12, 2025
in ଓଡିଶା
0
ଖଣ୍ଡକୋଟା ଠାରେ ଆୟୋଜିତ ୩୨ତମ ବିରାଟ ଧନୁଯାତ୍ରା ମହୋତ୍ସବରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
0
SHARES
11
VIEWS
FacebookTwitter

ଧନୁଯାତ୍ରା ଉତ୍ସବ ସମାଜରେ ଭାଇଚାରା ଏବଂ ସୁଶାସନ ପ୍ରତିଷ୍ଠା କରିବା ଦିଗରେ ଅନ୍ୟତମ ମାଧ୍ୟମ । ବୁଧବାର ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ଖଣ୍ଡକୋଟା ଠାରେ ଆୟୋଜିତ ୩୨ତମ ବିରାଟ ଧନୁଯାତ୍ରା ମହୋତ୍ସବରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ମାଘ ପୂର୍ଣ୍ଣିମା ତଥା ଅଗ୍ନି ଉତ୍ସବ ଅବସରରେ କୁଚିଣ୍ଡା ସବଡିଭିଜନର ଐତିହାସିକ ଖଣ୍ଡକୋଟା ଧନୁଯାତ୍ରାରେ ଯୋଗଦେବା ମୋର ସୌଭାଗ୍ୟ । ଅସତ୍ୟ ଉପରେ ସତ୍ୟ, ଅଧର୍ମ ଉପରେ ଧର୍ମର ବିଜୟ ତଥା ସମାଜରେ ନ୍ୟାୟପୂର୍ଣ୍ଣ ଶାସନ ପ୍ରତିଷ୍ଠା କରିବା ହେଉଛି ଧନୁଯାତ୍ରାର ଅନନ୍ୟ ପରମ୍ପରା । ଏହି ଧନୁଯାତ୍ରା ମହୋତ୍ସବରେ ବହୁସଂଖ୍ୟାରେ ଲୋକମାନେ ସମବେତ ହେବା ସେମାନଙ୍କର ଧାର୍ମିକ ଭାବନାକୁ ପ୍ରତିଫଳିତ କରୁଛି । ଧନୁଯାତ୍ରା ଉତ୍ସବକୁ ନେଇ ଲୋକମାନଙ୍କ ମଧ୍ୟରେ ବହୁତ ଖୁସି ଓ ଆନନ୍ଦ ଅଛି । ଏଠାରେ ପଲ୍ଲିଶ୍ରୀ ମେଳା ଆୟୋଜନ କରାଯିବା ସହ ପ୍ରତିଭାବାନ ଯୁବବର୍ଗ ଓ ଚାଷୀମାନଙ୍କୁ ପ୍ରୋତ୍ସାହିତ କରାଯାଉଛି । ରାଜ୍ୟ ସରକାର ସୁଭଦ୍ରା ଯୋଜନା ଏବଂ ବର୍ଦ୍ଧିତ ଏମଏସପି ମୂଲ୍ୟରେ ଧାନ ସଂଗ୍ରହ ଲୋକମାନଙ୍କୁ ବହୁତ ଖୁସି ଦେଇଛି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଐତିହାସିକ ଖଣ୍ଡକୋଟାର ଧନୁଯାତ୍ରା ଲୋକାଦୃତ ହେଉଥିବା ବେଳେ ଏହାକୁ ଆଗାମୀ ଦିନରେ ଆହୁରି ଭବ୍ୟ କରିବାକୁ ହେବ । କୁଚିଣ୍ଡା ଉପଖଣ୍ଡକୁ ସବୁ କ୍ଷେତ୍ରରେ ଅଗ୍ରଣୀ କରିବା ପାଇଁ ସାମୂହିକ ଦାୟିତ୍ୱ ନେବାକୁ ପଡିବ । ଧନୁଯାତ୍ରା ମାଧ୍ୟମରେ ଦୀର୍ଘ ୩୨ ବର୍ଷ ଧରି ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାର କରୁଥିବାରୁ ଆୟୋଜକ ବନ୍ଧୁମାନଙ୍କୁ ଧନ୍ୟବାଦ ଜଣାଇବା ସହ ଧନୁଯାତ୍ରାର ବାର୍ତ୍ତା ସମାଜରେ ସୁଖ, ଶାନ୍ତି, ଭାଇଚାରା ଏବଂ ସୁଶାସନ ପ୍ରତିଷ୍ଠା କରିବା ନେଇ ସେ ଆଶାବ୍ୟକ୍ତ କରିଛନ୍ତି ।

Tags: dhanujatradharmendra pradhan
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଚଳିତ ବିଧାନସଭା ବଜେଟ୍ ଅଧିବେଶନରେ କେଉଁ କେଉଁ ପ୍ରସଙ୍ଗ ଉଠାଇବ କଂଗ୍ରେସ

ଜାଣନ୍ତୁ ଚଳିତ ବିଧାନସଭା ବଜେଟ୍ ଅଧିବେଶନରେ କେଉଁ କେଉଁ ପ୍ରସଙ୍ଗ ଉଠାଇବ କଂଗ୍ରେସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.