Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବଲିଉଡର ହି-ମ୍ୟାନ୍ ଧର୍ମେନ୍ଦ୍ରଙ୍କ ପରଲୋକ

Sanchar Live by Sanchar Live
November 24, 2025
in ଭାରତ
0
ବଲିଉଡର ହି-ମ୍ୟାନ୍ ଧର୍ମେନ୍ଦ୍ରଙ୍କ ପରଲୋକ
0
SHARES
19
VIEWS
FacebookTwitter

ସଂଚାର ବ୍ୟୁରୋ: ପରଲୋକରେ ହି-ମ୍ୟାନ୍ । ବଲିଉଡର ହି-ମ୍ୟାନ୍ ଧର୍ମେନ୍ଦ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ବାସଭବନରେ ନେଲେ ଶେଷ ନିଶ୍ବାସ। ତେବେ ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାପରେ ସୋମବାର ଧର୍ମେନ୍ଦ୍ରଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ।  ସ୍ୱାସ୍ଥ୍ୟାବସ୍ଥା ଗୁରୁତର ନଥିଲେ ବି ଧର୍ମେନ୍ଦ୍ରଙ୍କୁ ଅବଜରଭେସନରେ ରଖାଯାଇଥିବା ତାଙ୍କ ଟିମ ପକ୍ଷରୁ କୁହାଯାଇଥିଲା ।  କିନ୍ତୁ ଆଜି ତାଙ୍କର ପରଲୋକ ଘଟିଛି ।

ଗତ ସପ୍ତାହରେ ମଧ୍ୟ ବଲିଉଡର ହି- ମ୍ୟାନ ଧର୍ମେନ୍ଦ୍ର ଅସୁସ୍ଥ ହୋଇ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଟିମ ପକ୍ଷରୁ କୁହାଯାଇଥିଲା । ନିୟମିତ ଭାବେ ଅଭିନେତା ଧର୍ମେନ୍ଦ୍ର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଏହି ହସ୍ପିଟାଲକୁ ଆସିଥାନ୍ତି । ତେବେ ଏଥର ଏକାଧିକ ପରୀକ୍ଷା ଥିବାରୁ ବାରମ୍ବାର ମେଡିକାଲକୁ ଯିବା ପରିବର୍ତ୍ତେ ସେ ଡାକ୍ତରଖାନାରେ ଆଡମିଟ୍ ହୋଇଥିଲେ । ଡିସେମ୍ବର ୮ ରେ ଧର୍ମେନ୍ଦ୍ର ତାଙ୍କର ୯୦ ତମ ଜନ୍ମଦିନ ପାଳନ କରିଥାନ୍ତେ । ୨୦୨୪ରେ ଶେଷ ଥର ପାଇଁ ସେ ‘‘ ତେରୀ ବାତୋଁ ମେଁ ଐସା ଉଲଝା ଜିୟା’’ ଫିଲ୍ମରେ ଶଶୀ କପୁର ଓ କ୍ରିତି ଶାନନଙ୍କ ସହ ଅଭିନୟ କରିଥିଲେ । ଧର୍ମେନ୍ଦ୍ରଙ୍କ ଅପକମିଂ ଫିଲ୍ମ ଇକିସ୍ ଆସନ୍ତା ଡିସେମ୍ବର ମାସରେ ରିଲିଜ ହେବ ।

Tags: bollywoodDharmendrapasses away
ShareTweetShareSend
Sanchar Live

Sanchar Live

Next Post
ଆଜି ଏହି ରାଶି ପାଇଁ ଖୁସି ଖବର

ଆଜି ଏହି ରାଶି ପାଇଁ ଖୁସି ଖବର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.