ସଂଚାର ବ୍ୟୁରୋ: ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ତେବେ ଆଜିର ଏହି ପବିତ୍ର ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନିଜ ସୋସିଆଲ ମିଡିଆରେ ସେ ଏକ ପୋଷ୍ଟ କରି wish କରିଛନ୍ତି ।