Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଇଣ୍ଡା ଓ ନାକଚି ସେକ୍ସନ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
August 26, 2024
in ଓଡିଶା
0
ବଇଣ୍ଡା ଓ ନାକଚି ସେକ୍ସନ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟର ସମୀକ୍ଷା କଲେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଅନୁଗୋଳ ଜିଲ୍ଲା ଆଠମଲ୍ଲିକକୁ ଏକ ସରକାରୀ କାର୍ଯ୍ୟକ୍ରମକୁ ଯୋଗଦେବାକୁ ଯିବା ସମୟରେ ଏନଏଚ-୫୫ ନମ୍ବର ସହ ସଂଯୋଗ ହୋଇଥିବା ବଇଣ୍ଡା ସେକ୍ସନ ଓ ନାକଚି ଠାରେ ଜାତୀୟ ରାଜପଥ କାର୍ଯ୍ୟର ଅଗ୍ରଗତି ନେଇ ଏନଏଚ୍ଏଆଇ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥ-୫୫ ନମ୍ବର ସହ ସଂଯୋଗ ହୋଇଥିବା ବଇଣ୍ଡା ସେକ୍ସନରେ ନିର୍ମାଣାଧୀନ ଓଭରବ୍ରିଜ କାମ ଚାଲୁ ରହିଛି । ଏହା ସମ୍ପୂର୍ଣ୍ଣ ହେବା ପରେ ତଳେ ଅଣ୍ଡରପାସରେ ଗୋଟିଏ ସ୍ପାନ ପରିବର୍ତ୍ତେ ଦୁଇଟି ସ୍ପାନ୍ କରିବା ପାଇଁ ଲୋକଙ୍କ ଅପେକ୍ଷା ରହିଛି । ଆଠମଲ୍ଲିକ ଧୀରେ ଧୀରେ ଗୋଟିଏ ସହରକୁ ରୂପ ନେଉଛି । ଦୁଇଟି ସ୍ପାନ ହେଲେ ଭବିଷ୍ୟତ ପାଇଁ କାମରେ ଆସିବ । ସେହିପରି ନାକଚି ଠାରେ ଜାତୀୟ ରାଜପଥ କାର୍ଯ୍ୟ ମଧ୍ୟ ଜାରି ରହିଛି । ଜନସାଧାରଣଙ୍କ ସୁବିଧା ତଥା ସେମାନଙ୍କ ଯାତାୟତକୁ ସୁଗମ କରିବା ପାଇଁ ଏହି ଦୁଇଟି ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେବାକୁ ଏନଏଚ୍ଏଆଇର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଓଡ଼ିଶାରେ ସଡକପଥ ଭିତ୍ତିଭୂମିର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।

 

Tags: anuguldharmendra pradhan
ShareTweetShareSend
Sanchar Live

Sanchar Live

Next Post
ମୁଖ୍ଯମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ

ମୁଖ୍ଯମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା
  • ମହଙ୍ଗା ହେଲା ସୁନା ଓ ରୁପା
  • ଆଜି ଏହି ରାଶିକୁ ମିଳିବ ଶୁଭଫଳ
  • ପାକିସ୍ତାନରେ ଫୁଟିଲା ବୋମା, ଚାଲିଗଲା ୯ ଜୀବନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.