Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ନୀବନଙ୍କୁ ସମାଲୋଚନା କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଜନ୍ମମାଟିରେ ପିଇବା ପାଣିର ବ୍ୟବସ୍ଥା କରିନଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଭ୍ରମ ତିଆରି କରୁଛନ୍ତି

Sanchar Live by Sanchar Live
December 26, 2024
in Uncategorized
0
ନୀବନଙ୍କୁ ସମାଲୋଚନା କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଜନ୍ମମାଟିରେ ପିଇବା ପାଣିର ବ୍ୟବସ୍ଥା କରିନଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଭ୍ରମ ତିଆରି କରୁଛନ୍ତି
0
SHARES
0
VIEWS
FacebookTwitter

ସଂଚାର ବ୍ୟୁରୋ: ଯେଉଁ ପୂର୍ବତନ ମୁଖ୍ୟମନ୍ତ୍ରୀ ୨୪ ବର୍ଷ ଧରି ଶାସନରେ ରହିବା ପରେ ମଧ୍ୟ ନିଜ ଜନ୍ମମାଟିରେ ପିଇବା ପାଣିର ବ୍ୟବସ୍ଥା କରିପାରିନାହାନ୍ତି, ସେ ବିଜେପି ଓ ନରେନ୍ଦ୍ର ମୋଦୀଙ୍କ କଥାକୁ ମିଛ କହି ଏକ ଭ୍ରମ ତିଆରି କରିବା ଦୁର୍ଭାଗ୍ୟର ବିଷୟ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଦିନିକିଆ ଗଞ୍ଜାମ ଗସ୍ତରେ ଥିବା ଶ୍ରୀ ପ୍ରଧାନ ଏ ପ୍ରସଙ୍ଗରେ କହିଛନ୍ତି ଯେ ଗଞ୍ଜାମ ଜିଲ୍ଲାରେ ପୂର୍ବ ସରକାରଙ୍କ ୭-୮ଟି ମେଗା ପାଇପ ଓ୍ୱାଟର ଯୋଜନା ଆରମ୍ଭ ହୋଇଛି । ଗୋଟିଏ ଛାଡି ଦେଲେ ଅନ୍ୟ ୬ଟି ପ୍ରକଳ୍ପର କାମ ଅଧାପନ୍ତରା ଅଛି । ବୌଦ୍ଧ, ଫୁଲବାଣୀ ଜିଲ୍ଲାରୁ ଗଞ୍ଜାମ ଗ୍ରାମାଞ୍ଚଳକୁ ପାଣି  ଆସିନାହିଁ କାହିଁକି ? ପାଣି ପାଇପ ସବୁ ଖୋଲାରେ ପଡିଛି । ପାଣି ଆସିବାର ଠିକଣା ନାହିଁ । ନଳ ଅଛି କିନ୍ତୁ ଜଳ ନାହିଁ । ଏହାକୁ କଣ କହିବା ?   ବିଜେପି ସରକାରର ସୁଭଦ୍ରା ଯୋଜନା ଏବଂ ଧାନର ଏମଏସପି କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କା ବୃଦ୍ଧି ଉପରେ ସେ ଅବଗତ ନାହାନ୍ତି କି ?

ଗଞ୍ଜାମ ଜିଲ୍ଲାରେ ବିଜେପି ସରକାରର ସୁଭଦ୍ରା ଯୋଜନାରେ ପ୍ରାୟ ୫୦୦ରୁ ଅଧିକ କୋଟି ଟଙ୍କା ମା’ ଭଉଣୀ ମାନଙ୍କ ଖାତାରେ ପହଞ୍ଚିସାରିଛି । ଆଗକୁ ଏହି ସଂଖ୍ୟା ପ୍ରାୟ ୧୦୦୦ କୋଟି ଟଙ୍କାରେ ପହଞ୍ଚିବ । ଗଞ୍ଜାମରେ ପ୍ରାୟ ୧୦ ଲକ୍ଷ ଲାଭାର୍ଥୀ ସୁଭଦ୍ରା ଯୋଜନାରେ ଅଛନ୍ତି । ସେହିପରି ଏ ଜିଲ୍ଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୪୪ ଲକ୍ଷ କ୍ୱିଣ୍ଟାଲ ଧାନ କିଣାଯିବାର ଲକ୍ଷ୍ୟ ରଖାଯାଇଛି । ଓଡ଼ିଶାର ଚାଷୀମାନଙ୍କର ହିତ ପାଇଁ କ୍ୱିଣ୍ଟାଲ ପିଛା କେନ୍ଦ୍ର ସରକାରଙ୍କ ଧାନର ଏମଏସପି ୨୩୦୦ ଟଙ୍କା ଉପରେ ଅଧିକ ୮୦୦ ଟଙ୍କାର ଇନ୍‌ପୁଟ୍ ସହାୟତା ରାଶି ତଥା ସମୁଦାୟ ୩୧୦୦ ଟଙ୍କା ପ୍ରଦାନ କରୁଛନ୍ତି । ଏହା ଦ୍ୱାରା ଗଞ୍ଜାମ ଜିଲ୍ଲାକୁ ଆହୁରି ୪୦୦ରୁ ୫୦୦ କୋଟି ଟଙ୍କା ମିଳିବ ।  ଗଞ୍ଜାମର ଲୋକମାନେ ଭରସା କରି ଡବଲ ଇଞ୍ଜିନ ସରକାରକୁ ଆଣିଛନ୍ତି । ଯଦି ଏହା କାହାକୁ ମିଛ ଲାଗୁଛି, ତେବେ ତାକୁ କଣ କୁହାଯିବ ? ସ୍ୱର୍ଗକୁ ନେଶୁଣୀ ନାହିଁ, ବଡ ଲୋକଙ୍କୁ ଉତ୍ତର ନାହିଁ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Tags: dharmendra pradhanNaveen patnaikodisha politics
ShareTweetShareSend
Sanchar Live

Sanchar Live

Next Post
ସମୁଦ୍ରରେ ଗାଧୋଇବା ବେଳେ ଭାସିଯାଇ ପର୍ଯ୍ୟଟକ ନିଖୋଜ

ସମୁଦ୍ରରେ ଗାଧୋଇବା ବେଳେ ଭାସିଯାଇ ପର୍ଯ୍ୟଟକ ନିଖୋଜ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.