Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଛାତ୍ରଛାତ୍ରୀଙ୍କ ସହ ମିଶିଲେ, ସ୍ୱପ୍ନ-ଆକାଂକ୍ଷା-ଗବେଷଣା କଥା ପଚାରି ବୁଝିଲେ ଧର୍ମେନ୍ଦ୍ର

Sanchar Live by Sanchar Live
August 17, 2025
in ଓଡିଶା
0
ଛାତ୍ରଛାତ୍ରୀଙ୍କ ସହ ମିଶିଲେ, ସ୍ୱପ୍ନ-ଆକାଂକ୍ଷା-ଗବେଷଣା କଥା ପଚାରି ବୁଝିଲେ ଧର୍ମେନ୍ଦ୍ର
0
SHARES
13
VIEWS
FacebookTwitter

IIT ଦିଲ୍ଲୀ ପରିଦର୍ଶନ କରିବା ସହ ସ୍ନାତକ, ସ୍ନାତକୋତ୍ତର ଏବଂ PHD ଛାତ୍ରଛାତ୍ରୀ, ଉଦ୍ଭାବକ ଏବଂ ଗବେଷକଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ । ଏହାବ୍ୟତୀତ NCTEର ୩୧ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ଶିକ୍ଷକ ସମୁଦାୟକୁ ସମ୍ବୋଧନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଚଳିତ ବର୍ଷ ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ଅଭିଭାଷଣରେ ଦେଇଥିବା ଦୃଷ୍ଟିକୋଣ ସହିତ ସ୍ୱାବଲମ୍ବୀ ଗୁରୁତ୍ୱ ଉପରେ ଆଲୋଚନା କରିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଦେଶକୁ ଆତ୍ମନିର୍ଭର କରିବା ଦିଗ ଗୁଡ଼ିକ ଉପରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ କେନ୍ଦ୍ରମନ୍ତ୍ରୀ । ଜାତୀୟ ପ୍ରାଥମିକତାକୁ ଗୁରୁତ୍ୱ ଦେବା ଦିଗରେ ସାମୂହିକ ଉଦ୍ୟମ କରିବା ତଥା ୨୦୪୭ ସୁଦ୍ଧା ‘ସମୃଦ୍ଧ ଭାରତ’ର କଳ୍ପନାକୁ ପୂରଣ କରିବା ଉପରେ ମତପ୍ରକାଶ କରିଥିଲେ ଶ୍ରୀ ପ୍ରଧାନ ।

ଛାତ୍ରଛାତ୍ରୀମାନଙ୍କ ସ୍ୱପ୍ନ ଓ ଆକାଂକ୍ଷା, ଗବେଷଣାର କ୍ଷେତ୍ର ଉପରେ ପଚାରି ବୁଝିଥିଲେ ।ଏହା ସହିତ ଦକ୍ଷତା ବୃଦ୍ଧି ଏବଂ ନବସୃଜନର ସ୍ପିରିଟକୁ ଆଗକୁ ବଢ଼ାଇବା ଦିଗରେ ଶ୍ରୀ ପ୍ରଧାନ ନିଜର ମତପ୍ରକାଶ କରିଥିଲେ । ଅପରପକ୍ଷରେ ଶ୍ରୀ ପ୍ରଧାନ ଜାତୀୟ ଶିକ୍ଷକ ଶିକ୍ଷା ପରିଷଦର ୩୧ତମ ପ୍ରତିଷ୍ଠା ଦିବସରେ କହିଛନ୍ତି ଯେ, ଶିକ୍ଷକମାନେ ଆମ ଛାତ୍ରଛାତ୍ରୀଙ୍କ ଦାୟିତ୍ୱ ନେବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରୁଛନ୍ତି । ଜାତୀୟ ଶିକ୍ଷା ନୀତି ଅନୁସାରେ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି କରି ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସେମାନଙ୍କୁ ବର୍ତ୍ତମାନର ଟେକ୍ନୋଲୋଜି ଦୁନିଆ ସହ ଯୋଡ଼ିବା ଆମର ଲକ୍ଷ୍ୟ ରହିଛି ।

Tags: Dharmendrapradhanncert
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

ଜାଣନ୍ତୁ ଆଜି କାହା ଭାଗ୍ୟରେ କଣ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.