Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ ଧର୍ମେନ୍ଦ୍ର

Sanchar Live by Sanchar Live
June 25, 2025
in ଓଡିଶା
0
ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ ଧର୍ମେନ୍ଦ୍ର
0
SHARES
53
VIEWS
FacebookTwitter

ସମ୍ବଲପୁର ଓ ଦେବଗଡ଼କୁ ପଂଚଦଶ ଅର୍ଥ କମିଶନ ଅନୁଦାନ ରାଶି ପ୍ରଦାନ ନେଇ କେନ୍ଦ୍ରଗୃହ ନିର୍ମାଣ ଓ ସହରାଂଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅର୍ଥରାଶି ପ୍ରଦାନ ଦ୍ଵାରା ପୌରସଂସ୍ଥାର ମୌଳିକ ସମସ୍ୟାର ସୁଧାର ହେବ ।

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ବଲପୁର ମହାନଗର ନିଗମ ଓ ଦେବଗଡ଼ ପୌରପାଳିକାକୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ପ୍ରଦାନ କରିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରେ କେନ୍ଦ୍ର ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲଙ୍କୁ ଭେଟି ଆଲୋଚନା କରିଛନ୍ତି । ଓଡ଼ିଶାର ସମ୍ବଲପୁର ଓ ଦେବଗଡ଼କୁ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପଞ୍ଚଦଶ ଅର୍ଥ କମିଶନରେ ପୌର ସଂସ୍ଥାକୁ ଅର୍ଥ ଦିଆଯାଇନାହିଁ ।

ପଞ୍ଚଦଶ ଅର୍ଥ କମିଶନ ଅଧୀନରେ ‘ମୌଳିକ ଏବଂ ସଂଯୁକ୍ତ ଅନୁଦାନ’ ଏବଂ ‘ସ୍ୱାସ୍ଥ୍ୟ ଅନୁଦାନ’ ଏପର୍ଯ୍ୟନ୍ତ ନମିଳିବା ଯୋଗୁଁ ଅନେକ ବିକାଶ କାର୍ଯ୍ୟରେ ବାଧା ଉପୁଜିଛି । ଅନୁଦାନ ରାଶି ଦ୍ୱାରା ପୌର ସଂସ୍ଥାରେ ରାସ୍ତା ଏବଂ ଡ୍ରେନେଜ୍ ଉନ୍ନତି, ପରିମଳ ଏବଂ ବର୍ଜ୍ୟବସ୍ତୁ ପରିଚାଳନା ସହଜ ହେବ। ସୌନ୍ଦର୍ଯ୍ୟକରଣ, ରାସ୍ତା ଆଲୋକୀକରଣ, ସ୍ୱାସ୍ଥ୍ୟସେବା ଏବଂ ଭିତ୍ତିଭୂମି କାର୍ଯ୍ୟ ସୁଦୃଢ ହେବ ।

ସମ୍ବଲପୁର ଏବଂ ଦେବଗଡ଼ରେ ଲୋକମାନଙ୍କୁ ସୁଲଭ ମୂଲ୍ୟରେ କିପରି ଘର ମିଳିପାରିବ, ପିଏମ ସ୍ୱନିଧି ଯୋଜନାରେ ଉଠା ଦୋକାନୀ କିଭଳି ସହଜରେ ଋଣ ପାଇବା ସହ ସ୍ୱାବଲମ୍ବୀ ହୋଇପାରିବେ, ଇ- ବସ ଚଳାଚଳକୁ କିପରି ଅଧିକ ପ୍ରୋତ୍ସାହନ ମିଳିବ ଏବଂ ସହରରେ ବର୍ଜ୍ୟବସ୍ତୁ ପରିଚାଳନା କିପରି ବ୍ୟବସ୍ଥିତ ହେବ, ସେନେଇ ମଧ୍ୟ ଆଲୋଚନା ହୋଇଛି । କେନ୍ଦ୍ରମନ୍ତ୍ରୀ ନିର୍ବାଚନ ସମୟରେ ଏବଂ ପରେ ନିଜ ନିର୍ବାଚନ ମଣ୍ତଳୀ ପାଇଁ ଏନେଇ ପ୍ରତିଶ୍ରୁତି ଦେଇଥିଲେ। ଏସଂକ୍ରାନ୍ତରେ ପ୍ରଥମ ପଦକ୍ଷେପ ନେଇଥିବାରୁ ଲୋକେ ଧନ୍ୟବାଦ ଜଣାଇଛନ୍ତି

Tags: Dharmendrapradhanmanohar lalodisha
ShareTweetShareSend
Sanchar Live

Sanchar Live

Next Post
୨ୟ ଭାରତୀୟ ଭାବେ ମହାକାଶକୁ ଗଲେ ଶୁଭାଂଶୁ ଶୁକ୍ଳା

୨ୟ ଭାରତୀୟ ଭାବେ ମହାକାଶକୁ ଗଲେ ଶୁଭାଂଶୁ ଶୁକ୍ଳା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.