Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଓଡ଼ିଆ ପିଲାମାନେ ଚାହିଁଲେ ସବୁ ସମ୍ଭବ : ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
January 14, 2025
in ଭାରତ
0
ଓଡ଼ିଆ ପିଲାମାନେ ଚାହିଁଲେ ସବୁ ସମ୍ଭବ : ଧର୍ମେନ୍ଦ୍ର ପ୍ରଧାନ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡ଼ିଆ ପିଲାମାନେ ଚାହିଁଲେ ସବୁ ସମ୍ଭବ । ଓଡିଆ ଲୋକଙ୍କୁ ଯେବେ ଯେବେ ସୁଯୋଗ ମିଳିଛି ସେବେ ସେ ନିଜର ଦକ୍ଷତା ଓ ପରାକାଷ୍ଠାର ପ୍ରମାଣ ଦେଖାଇଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀ ଠାରେ ବିକଶିତ ଭାରତ ଯୁବ ନେତୃତ୍ୱ କାର୍ଯ୍ୟକ୍ରମ-୨୦୨୫ରେ ଅଂଶଗ୍ରହଣ କରିଥିବା ଓଡ଼ିଆ ଯୁବକଙ୍କ ସହ ଆଲୋଚନା କରିବା ଅବସରରେ ଏହା କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ‘ମକର ସଂକ୍ରାନ୍ତି’ର ଶୁଭେଚ୍ଛା ଜଣାଇବା ସହ କହିଥିଲେ ଯେ “ବିକଶିତ ଭାରତ ଯୁବ ନେତୃତ୍ୱ ସାକ୍ଷାତକାର୍ -୨୦୨୫”ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଓଡ଼ିଶାର ଯେଉଁମାନେ ଅଂଶଗ୍ରହଣ କରିଥିଲେ, ସେହି ସଫଳ ଯୁବବନ୍ଧୁମାନଙ୍କ ସହ ଆଜିର ଆଲୋଚନା ଉତ୍ସାହଜନକ । ଓଡ଼ିଶାକୁ ବିକଶିତ କରିବା ପାଇଁ ସମସ୍ତ ଯୁବଶକ୍ତିଙ୍କ ମଧ୍ୟରେ ଥିବା ଇଚ୍ଛାଶକ୍ତି ଓ ଏକାଗ୍ରତା ପ୍ରଶଂସନୀୟ । ଓଡ଼ିଆ ଯୁବପିଢିମାନେ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତର କୁଶଳ ବିନ୍ଧାଣୀ । ସବୁ ଯୁବବର୍ଗଙ୍କ ମଧ୍ୟରେ କୌଣସି ନା କୌଣସି ପ୍ରତିଭା ଲୁଚି ରହିଛି । ଏହି ପ୍ରତିଭାକୁ ଅନ୍ୱେଷଣ କରିପାରିଲେ ହିଁ ଆମର ଅନେକ ଲକ୍ଷ୍ୟ ସାକାର ହୋଇପାରିବ ।

ସେ କହିଛନ୍ତି, ଆତ୍ମବିଶ୍ଵାସ ହିଁ ମଣିଷକୁ ବଡ କରିବ । ଅତୀତ ପିଢିରୁ ବର୍ତ୍ତମାନର ପିଢି ବହୁତ ବଡ ବଡ ଚିନ୍ତା କରୁଛି । ଆମ କାନ୍ଧରେ ବର୍ତ୍ତମାନ ବିକଶିତ ଓଡ଼ିଶା, ବିକଶିତ ଭାରତର ଦାୟିତ୍ୱ ଅଛି । ଏଥିପାଇଁ ଆମକୁ କଣ୍ଟେଣ୍ଟ୍ ରାଇଟରରୁ ଓ୍ୱେଲଥ୍ କ୍ରିଏସନ କରିବା ପାଇଁ ମଧ୍ୟ ଆଗଭର ହେବାକୁ ପଡିବ । ନିର୍ଭରତାରୁ ଆତ୍ମନିର୍ଭରତା, ସ୍ୱାଭିମାନ ଓ ଆତ୍ମବିଶ୍ୱାସ ମାଧ୍ୟମରେ ସ୍ୱାବଲମ୍ବୀ ହେବାକୁ ପଡିବ । ନିଯୁକ୍ତି ଖୋଜିବା ପରିବର୍ତ୍ତେ ନିଯୁକ୍ତିଦାତା ହେବା ପାଇଁ କାମ କରିବାକୁ ହେବ ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି, ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ । ୨୦୪୭ରେ ଦେଶ ସ୍ୱାଧୀନତାର ଶତବାର୍ଷିକୀ ପୂରଣ କରିବ । ଏହି ସମୟରେ ଆମର ଦାୟିତ୍ୱ କ’ଣ ରହିବା ଦରକାର, ଏହା ଉପରେ ବୁଝିବାକୁ ହେବ । ପଞ୍ଚାୟତରୁ ଜିଲ୍ଲା ସ୍ତରରେ ଯୁବ ସମ୍ମିଳନୀ ମାଧ୍ୟରେ ନିଜର ଆଇଡିଆକୁ ଆଦାନପ୍ରଦାନ କରିବାକୁ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମାଜରେ ଏକ ସୁବ୍ୟବସ୍ଥିତ ଜୀବନଶୈଳୀ ତିଆରି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଓଡ଼ିଶାକୁ କିପରି ଆମେ ଆଗାମୀ ୨୨ ବର୍ଷ ଭିତରେ ଗ୍ଲୋବାଲ ହାପେନିଂ ପଏଣ୍ଟ୍ ବନାଇବା ପାଇଁ କାମ କରିବା, ତାହା ଆମର ଲକ୍ଷ୍ୟ ହେଉ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ୨୦୩୬ ସୁଦ୍ଧା ଓଡ଼ିଶାକୁ ଉତ୍କର୍ଷତାର ଶିଖରରେ ପହଞ୍ଚାଇବା ପାଇଁ ଆମ ସମସ୍ତଙ୍କ ଉଦ୍ୟମ ରହୁ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଥିଲେ ।

Tags: Dharmendrapradhaneducation
ShareTweetShareSend
Sanchar Live

Sanchar Live

Next Post
କିପରି ନେବେ କିଡନୀର ଯତ୍ନ ?

କିପରି ନେବେ କିଡନୀର ଯତ୍ନ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.