Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗୋ ମାତା ହେଉଛନ୍ତି ସୁଖ ଓ ସ୍ୱାସ୍ଥ୍ୟର ଆଧାର: ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
January 22, 2025
in ଓଡିଶା
0
ଗୋ ମାତା ହେଉଛନ୍ତି ସୁଖ ଓ ସ୍ୱାସ୍ଥ୍ୟର ଆଧାର: ଧର୍ମେନ୍ଦ୍ର ପ୍ରଧାନ
0
SHARES
11
VIEWS
FacebookTwitter

ସନାତନୀ ହିନ୍ଦୁ ସମାଜର ଆସ୍ଥାର ପ୍ରତୀକ ହେଉଛନ୍ତି ଗୋ ମାତା । ମାନବ ସମାଜକୁ ଗୋ ମାତାର ଅବଦାନ ଅନେକ । ଗୋ ମାତା ସୁଖ ଓ ସ୍ୱାସ୍ଥ୍ୟର ଆଧାର ବୋଲି ବୁଧବାର ସମ୍ବଲପୁର ଜିଲ୍ଲା ପୋତାପାଲି ସ୍ଥିତ ‘ଶ୍ରୀକୃଷ୍ଣ ଗୌଶାଲା  ଅନୁଷ୍ଠାନର ୧୨୫ତମ ସ୍ଥାପନା ଦିବସ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  କହିଛନ୍ତି ।

ଶ୍ରୀକୃଷ୍ଣ ଗୌଶାଲା ପରିସରରେ ନୂଆ ପ୍ରକଳ୍ପ ନିର୍ମାଣ ପାଇଁ ଭୂମିପୂଜନ ସହ ଶ୍ରୀ ରାଧାକୃଷ୍ଣ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହରେ ଶ୍ରୀ ପ୍ରଧାନ  ଯୋଗ ଦେଇ କହିଥିଲେ, ଗୋ ମାତାର ଲାଳନପାଳନ ସହ ସେମାନଙ୍କ ସୁରକ୍ଷା ଦିଗରେ ‘ଶ୍ରୀ କୃଷ୍ଣ ଗୌଶାଲା’ ଅନୁଷ୍ଠାନର କାର୍ଯ୍ୟ ପ୍ରଶଂସନୀୟ।  ୧୯୪୦ ମସିହାରେ ଜଣେ ବଦାନ୍ୟ ବ୍ୟକ୍ତି ଏହି ଗୋଶାଳା ପାଇଁ ୬୦ ଏକର ଜମି ଦେଇଥିଲେ । ସେ ସମୟର ସ୍ଥିତିକୁ ଦେଖିଲେ ଏପରି ବଦାନ୍ୟତା ସମସ୍ତଙ୍କ ପାଖରେ ଦେଖିବାକୁ ମିଳେନାହିଁ।  ଗୋ ମାତା ଆମ ପରିବାରର ସୁଖ ଓ ସମୃଦ୍ଧିର ଆଧାର । ଗୋସେବା କେବଳ ସାମାଜିକ ଏବଂ ଆଧ୍ୟାତ୍ମିକ ବିଷୟ ନୁହେଁ, ଏହା ଆର୍ଥିକ, ପରିବେଶ ସୁରକ୍ଷା, ସାଂସ୍କୃତିକ ବିଷୟ ।

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସଂସ୍କାରରେ ଗୋ ସେବା ଏକ ମହତ୍ୱପୂର୍ଣ୍ଣ ତତ୍ତ୍ୱ ଥିଲା । ଓଡ଼ିଶା ସାମାଜିକ ଜୀବନରେ ଗୋମାତା ପ୍ରତି ଅନନ୍ୟ ସମ୍ପର୍କ ରହିଛି । ଗୋ ସମ୍ପଦର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ପ୍ରତିଶ୍ରୁତିବଦ୍ଧ ।

ଆମ ଦେଶରେ ରାଷ୍ଟ୍ରୀୟ ଶିକ୍ଷା ନୀତି ମାଧ୍ୟମରେ ସଂସ୍କୃତ ବିଶ୍ଵବିଦ୍ୟାଳୟରେ ଆଧ୍ୟାତ୍ମିକ ଶିକ୍ଷା ପ୍ରଦାନ କରାଯାଉଛି । ଜାତୀୟ ଶିକ୍ଷା ନୀତି ଗୁଣାତ୍ମକ, ସର୍ବବ୍ୟାପୀ, ସର୍ବସ୍ପର୍ଶୀ, ଉତ୍ତରଦାୟୀ, ଭଳି ୫ଟି ସ୍ତମ୍ଭ ଉପରେ ପ୍ରସ୍ତୁତ ହୋଇଛି । ରାଜ୍ୟରେ ସ୍କୁଲରୁ ଉଚ୍ଚ ଶିକ୍ଷାନୁଷ୍ଠାନ କ୍ଷେତ୍ରରେ ୧ କୋଟି ଛାତ୍ରଛାତ୍ରୀ ଅଛନ୍ତି । ଏହି ୧ କୋଟି ଛାତ୍ରଶକ୍ତିଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିବା ପାଇଁ ଜାତୀୟ ଶିକ୍ଷା ନୀତିର ଉଦ୍ଦେଶ୍ୟ ରହିଛି ବୋଲି ସେ କହିଥିଲେ ।

Tags: Dharmendrapradhansambalpur
ShareTweetShareSend
Sanchar Live

Sanchar Live

Next Post
ସୈଫ ଅଲ୍ଲୀ ଖାନଙ୍କ ଖରାପ ସମୟ : ଚାଲିଯିବ ପଟୌଦି ପରିବାରର ୧୫ ହଜାର କୋଟି ଟଙ୍କା ସମ୍ପତ୍ତି

ସୈଫ ଅଲ୍ଲୀ ଖାନଙ୍କ ଖରାପ ସମୟ : ଚାଲିଯିବ ପଟୌଦି ପରିବାରର ୧୫ ହଜାର କୋଟି ଟଙ୍କା ସମ୍ପତ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.