Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆମ ପିଲାମାନଙ୍କ ସୃଜନଶୀଳତା ଅଧିକ, ସେମାନେ ନିଶ୍ଚୟ ଆଗକୁ ବଢ଼ିବେ

Sanchar Live by Sanchar Live
September 13, 2025
in ଓଡିଶା
0
ଆମ ପିଲାମାନଙ୍କ ସୃଜନଶୀଳତା ଅଧିକ, ସେମାନେ ନିଶ୍ଚୟ ଆଗକୁ ବଢ଼ିବେ
0
SHARES
17
VIEWS
FacebookTwitter

ସମ୍ଵଲପୁର ବିଶ୍ଵବିଦ୍ୟାଳୟର ୩୫ ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ଓଡ଼ିଶାର ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଛନ୍ତି । ମେଡାଲ୍‌ ପାଇଥିବା ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ।

କ୍ଵାଣ୍ଟମ୍ କମ୍ପ୍ୟୁଟର ସମ୍ପର୍କରେ ମତ ରଖି କହିଛନ୍ତି, ଆମକୁ ଇତିହାସକୁ ପଢ଼ିବାକୁ ହେବ, ନ ହେଲେ ଝୁଣ୍ଟି ପଡ଼ିବା । ଇତିହାସକୁ ପଢ଼ି ନିଜର, ଓଡ଼ିଶାର ତଥା ଦେଶକୁ ସମୃଦ୍ଧ କରିବା । ଭୌତିକ ସୁଖ ସୁଖ ନୁହେଁ, ଆତ୍ମିକ ସୁଖ ପାଇଁ ସୃଜନଶୀଳତା ଜରୁରୀ ଅଟେ ।

ଏହି ଅବସରରେ ବିଶ୍ଵବିଦ୍ୟାଳୟର ପିଏଚଡି ଡିଗ୍ରୀ ଧାରୀ ଛାତ୍ରଛାତ୍ରୀଙ୍କୁ ଆୱାର୍ଡ ପ୍ରଦାନ କରାଯାଇଛି । ୨୦ ଜଣଙ୍କୁ ଡୋନେଟେଡ ଗୋଲ୍ଡ ମେଡାଲ, ୩୯ ଜଣଙ୍କୁ ବିଶ୍ଵବିଦ୍ୟାଳୟ ଗୋଲ୍ଡ ମେଡାଲ , ବିଭିନ୍ନ ବିଭାଗରେ ୧୦୨ ଜଣଙ୍କୁ ଡକ୍ଟର ଅଫ ଫିଲୋସୋପି, ଡାକ୍ତରୀ ବିଜ୍ଞାନ, ଡାକ୍ତର ଲିଟରେଚରରେ ଜଣେ ଲେଖାଏଁଙ୍କୁ ଡିଗ୍ରୀ ପ୍ରଦାନ କରାଯାଇଛି ।

ସମ୍ବଲପୁର ବିଶ୍ଵବିଦ୍ୟାଳୟର ୩୫ତମ ସମାବର୍ତ୍ତନ ସମାରୋହରେ ରାଜ୍ୟପାଳ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କୌଶଳ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ଵାଇଁ, ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏବଂ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ ।

ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପୂର୍ବରୁ ମା’ ସମଲେଶ୍ଵରୀଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ ହରିବାବୁ କମ୍ଭବପତି ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ପରେ ବୁର୍ଲା ଭିସୁଟ୍‌ର ୧୬ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Tags: Dharmendrapradhansambalpur
ShareTweetShareSend
Sanchar Live

Sanchar Live

Next Post
ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଆଗାମୀ ୨୭ ତାରିଖରେ ପୁଣି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.