Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ୨ ଦିନିଆ ସମ୍ବଲପୁର ଗସ୍ତ

Sanchar Live by Sanchar Live
December 29, 2024
in ଓଡିଶା
0
କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ୨ ଦିନିଆ ସମ୍ବଲପୁର ଗସ୍ତ

Oplus_131072

0
SHARES
4
VIEWS
FacebookTwitter

ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ୨ ଦିନିଆ ସମ୍ବଲପୁର ଗସ୍ତ । ଆଜି ସକାଳ ୧୦ ଟାରେ ଡେବ୍ରୀଗଡ ଅଭୟାରଣ୍ୟ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ । ଅପରାହ୍ନରେ ତପସ୍ବିନୀ ହଲରେ ଶିକ୍ଷାମନ୍ତ୍ରଳାୟ ଭାରତ ସରକାର ଓ ନ୍ୟାସନାଳ ବୁକ ଟ୍ରଷ୍ଟ ଇଣ୍ତିଆ ଦ୍ଵାରା ଆୟୋଜିତ “ଦି ସାଗା ଅଫ କୁଦୋପାଲି” ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ସେହିପରି ଆସନ୍ତାକାଲି ସକାଳ ୧୦ ଟାରେ ଛବିଳ ସାଏ ସହିଦ ଦିବସ କୁଦୋପାଲିରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ଗାରେ ବିରାଟ ପଦଯାତ୍ରାରେ ସାମିଲ ହେବା ସହ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ନରେ ଝାରସୁଗୁଡା ଗସ୍ତ କରି ସ୍ଵର୍ଗତ କିଶୋର ମହାନ୍ତି ସ୍ମୁତି କମିଟି ସଭା କାର୍ଯ୍ୟକ୍ରମରେ ଯୋଗ ଦେଵେ । ସଂଧ୍ୟା ୬ ଟାରେ ଝାରସୁଗୁଡା ଏୟାରପୋଟରୁ ଦିଲ୍ଲି ଅଭିମୁଖେ ବାହାରିଵାର ରହିଛି କାର୍ଯ୍ୟକ୍ରମ ।

Tags: Dharmendrapradhansambalpur
ShareTweetShareSend
Sanchar Live

Sanchar Live

Next Post
ଦକ୍ଷିଣ କୋରିଆରେ ଭୟଙ୍କର ବିମାନ ଦୁର୍ଘଟଣା, ୨୮ ଜଣଙ୍କ ମୃତ୍ୟୁ

ଦକ୍ଷିଣ କୋରିଆରେ ଭୟଙ୍କର ବିମାନ ଦୁର୍ଘଟଣା, ୨୮ ଜଣଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.