Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସମ୍ପତ୍ତି ପାଇଁ ପତ୍ନୀ, ପୁଅ, ଶାଳୀକୁ ଗୁଳିମାଡ଼ ପରେ କାତିରେ ଆକ୍ରମଣ

Sanchar Live by Sanchar Live
April 7, 2025
in ଅପରାଧ
0
ସମ୍ପତ୍ତି ପାଇଁ ପତ୍ନୀ, ପୁଅ, ଶାଳୀକୁ ଗୁଳିମାଡ଼ ପରେ କାତିରେ ଆକ୍ରମଣ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ଢେଙ୍କାନାଳ ଜିଲ୍ଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ତାଳବରକୋଟ ଗାଁରେ ଅଭାବନୀୟ ଘଟଣା। ସମ୍ପତ୍ତି ଲୋଭରେ ନିଜ ପତ୍ନୀ, ପୁଅ, ଶାଳୀକୁ ଗୁଳିମାଡ଼ ପରେ କାତିରେ ଆକ୍ରମଣ କରିଛି ଗୃହକର୍ତ୍ତା। ଗୁରୁତର ୩ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତ ମାୟାଧର ବେହେରା ଏକ ଦେଶୀ ବନ୍ଧୁକରେ ନିଜ ପତ୍ନୀ କୈକେଇ ବେହେରା, ପୁଅ ବାନା ବେହେରା ଓ ଶାଳୀ ଶୁଭଦ୍ରା ବେହେରାଙ୍କୁ ପ୍ରଥମେ ଗୁଳିମାଡ କରି ପରେ କାତିରେ ଆକ୍ରମଣ କରିଛି। ଗୁରୁତରଙ୍କୁ ପ୍ରଥମେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ଖବରପାଇ ଗୋବିନ୍ଦପୁର ଫାଣ୍ଡି ପୋଲିସ କଟକ ଯାଇ ପଚରାଉଚରା କରିବା ସହିତ ଘଟଣାସ୍ଥଳରେ ପହଁଚି ତଦନ୍ତ କରୁଛି । ଅଭିଯୁକ୍ତ ମାୟାଧରକୁ ଗିରଫ କରିବା ସହିତ ତାଠାରୁ ଦେଶୀ ବନ୍ଧୁକ ଓ କାତିକୁ ଜବତ କରିଛି ପୋଲିସ । ଘଟଣାରେ ଆଉ କାହାର ସଂପୃକ୍ତ ରହିଛି କି ନାହିଁ ସେନେଇ ତଦନ୍ତ ଚାଲିଛି। ମାୟାଧର ପାଖରେ ବନ୍ଧୁକ କେଉଁଠୁ ଆସିଲା ସେ ନେଇ ଖୋଳତାଡ଼ କରୁଛି ପୋଲିସ

Tags: attackcrimedhenkanal
ShareTweetShareSend
Sanchar Live

Sanchar Live

Next Post
ବିଷ ପିଇ ଜୀବନ ହାରିଲେ ଗୋଟିଏ ପରିବାର ତିନି ଜଣ

ବିଷ ପିଇ ଜୀବନ ହାରିଲେ ଗୋଟିଏ ପରିବାର ତିନି ଜଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.