Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଫାର୍ମ ହାଉସରେ ଫୁଟିଲା ଗୁଳି

Sanchar Live by Sanchar Live
February 23, 2025
in ଅପରାଧ
0
ଫାର୍ମ ହାଉସରେ ଫୁଟିଲା ଗୁଳି
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଢେଙ୍କାନାଳ ସଦର ଥାନା ଫାସିଗାଁ ଗ୍ରାମ ନିକଟ ଫାର୍ମ ହାଉସରେ ଫୁଟିଲା ଗୁଳି । ଗୁଳିକାଣ୍ଡରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ଗୋବିନ୍ଦଚନ୍ଦ୍ର ନାଏକ । ଗତକାଲି ରାତିରେ କଳାଙ୍ଗ ଚାକୁଣ୍ଡାନାଳୀ ଗ୍ରାମର ଯୁବକ ଗୋବିନ୍ଦଚନ୍ଦ୍ର ନାଏକ ନିଜ ଫାର୍ମ ହାଉସରେ ଶୋଇଥିଲେ । କେହି ଦୁର୍ବୃତ୍ତ ଫାର୍ମ ହାଉସରେ ପଶି ଟର୍ଚ୍ଚ ମାରିଥିଲେ । ଏହା ଦେଖି ଗୋବିନ୍ଦଚନ୍ଦ୍ର ପାଟି କରିବାରୁ ଦୃର୍ବୁତ୍ତ ମାନେ ତାଙ୍କୁ ଗୁଳି କରିଥିଲେ ।  ଗୋବିନ୍ଦଚନ୍ଦ୍ରଙ୍କୁ ଗୁରୁତର ଭାବେ ଉଦ୍ଧାର କରି ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସଦରଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Tags: dhenkanalfiring
ShareTweetShareSend
Sanchar Live

Sanchar Live

Next Post
ରାସ୍ତାକାମକୁ ନେଇ ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ 

ରାସ୍ତାକାମକୁ ନେଇ ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ 

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.