Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦିଦି ମୂଷା ମରା ଔଷଧ ରଖିଥିଲେ, ପିଲା ଚକୋଲେଟ ଭାବି ଖାଇଦେଲେ

Sanchar Live by Sanchar Live
April 11, 2025
in ଓଡିଶା
0
ଦିଦି ମୂଷା ମରା ଔଷଧ ରଖିଥିଲେ, ପିଲା ଚକୋଲେଟ ଭାବି ଖାଇଦେଲେ
0
SHARES
11
VIEWS
FacebookTwitter

ଢେଙ୍କାନାଳ ଜିଲ୍ଲା ବେଲଟିଗିରି ପଞ୍ଚାୟତ ଜଂଖିରା ଅଙ୍ଗନବାଡ଼ି କେନ୍ଦ୍ରରେ ଅଭାବନୀୟ ଘଟଣା। ଦିଦି ମୂଷା ମରା ଔଷଧ ରଖିଥିଲେ, ପିଲା ଚକୋଲେଟ ଭାବି ଖାଇଦେଲେ।ଚକୋଲେଟ ଭାବି ୬ ଅଙ୍ଗନବାଡ଼ି ଶିଶୁ ମୂଷା ମରା ଔଷଧ ଖାଇଥିବା ଜଣାପଡ଼ିଛି। ସେମନଙ୍କ ମଧ୍ଯରୁ ୪ ଜଣ ଝିଅ ଆଉ ୨ ଜଣ ପୁଅ ରହିଛନ୍ତି। ସମସ୍ତଙ୍କ ବୟସ ତିନିରୁ ସାଢେ ତିନି ବର୍ଷ ହେବ ବୋଲି ଅଙ୍ଗନବାଡ଼ି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଖବର ଅନୁଯାୟୀ, ଅଙ୍ଗନବାଡ଼ି କେନ୍ଦ୍ରର ଦିଦି ମୂଷା ମାରିବା ପାଇଁ ବଜାରରୁ ଔଷଧ କିଣି ନେଇ ଥୋଇଥିବା ବେଳେ ୬ ଶିଶୁ ଚକୋଲେଟ୍ ଭାବି ଖାଇ ଦେଇଥିଲେ। ମୂଷା ମରା ଖାଇଥିବା ୬ ଜଣ ଶିଶୁଙ୍କୁ ପ୍ରଥମେ ବେଲଟିଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Tags: dhenkanalpoision
ShareTweetShareSend
Sanchar Live

Sanchar Live

Next Post
ସୋଆ ଆଇଭିଏସ୍‌ଏଏଚ୍ ପକ୍ଷରୁ ବିଶ୍ୱ ହୋମିଓପ୍ୟାଥି ଦିବସ ପାଳିତ

ସୋଆ ଆଇଭିଏସ୍‌ଏଏଚ୍ ପକ୍ଷରୁ ବିଶ୍ୱ ହୋମିଓପ୍ୟାଥି ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.