Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଡାଏବେଟିସ ରୋଗକୁ ନିୟନ୍ତ୍ରଣ କରିବାର ସହଜ ଉପାୟ

Sanchar Live by Sanchar Live
August 3, 2024
in ଜୀବନ ଶୈଳୀ
0
ଡାଏବେଟିସ ରୋଗକୁ ନିୟନ୍ତ୍ରଣ କରିବାର ସହଜ ଉପାୟ
0
SHARES
21
VIEWS
FacebookTwitter

ସଂଚାର ବ୍ୟୁରୋ: ଆୟୁର୍ବେଦରେ ଅଦାକୁ ସବୁଠାରୁ ଗୁରୁତ୍ବପୂର୍ଣ ଜଡିବୁଟି ଭାବରେ ଗଣାଯାଇଛି । ଔଷଧୀୟ ଗୁଣର ଭଣ୍ଡାର ହେଉଛି ଅଦା ଯାହା ଭୋକ ବଢାଇବାରେ ମଧ୍ୟ ସାହାଯ୍ୟ କରିଥାଏ । ଥଣ୍ଡା ଏବଂ କାଶ ବ୍ୟତୀତ ଅଦା ଶ୍ବାସ ଜନିତ ରୋଗ, ଗଣ୍ଠି ଯନ୍ତ୍ରଣା ଏବଂ ବାନ୍ତି ଭଳି ସମସ୍ୟାରୁ ମଧ୍ୟ ମୁକ୍ତି ଦେଇଥାଏ । ଯଦି ଆପଣ ଅଦା ଦ୍ବାରା ନିଜ ସାସ୍ଥ୍ୟରେ ଉନ୍ନତି ଆଣିବାକୁ ଚାହାଁନ୍ତି, ତେବେ ଆପଣ ଅଦା ପାଣି ପିଇବା ଆରମ୍ଭ କରନ୍ତୁ ।

ସକାଳେ ଖାଲି ପେଟରେ ଅଦା ପାଣି ପିଇବା ଦ୍ବାରା ଅନେକ ଲାଭ ମିଳିଥାଏ । ଅଦା ପାଣିରୁ ମିଳୁଥିବା ଫାଇଦା : ଅନେକ ଲୋକଙ୍କର ହଜମ ପ୍ରକ୍ରିୟାରେ ଗଡବଡ ହୋଇଥାଏ । ସେ କିଛି ବି ଖାଇଲେ ତାଙ୍କର ପେଟ ଜନିତ ସମସ୍ୟା ଦେଖାଯାଇଥାଏ। ଏହି ଲୋକମାନଙ୍କ ପାଇଁ ଅଦା ପାଣି ଅତ୍ୟନ୍ତ ଲାଭଦାୟକ ହୋଇଥାଏ ।

. ଅଦା ପାଣିରେ ଲେମ୍ବୁ ରସ ଏବଂ ମହୁ ମିଶାଇ ପିଇବା ଦ୍ବାରା ଗର୍ଭାବସ୍ଥା ସମୟରେ ବାନ୍ତି ହେବାର ସମସ୍ୟା ଦୂର ହୋଇଥାଏ ।

. ଅଦା ପାଣିରେ ଜିଙ୍କ୍ ?ର ଏକ ଉତ୍ତମ ଭାଗ ରହିଥାଏ ଯାହା ଶରୀରରେ ଇନସୁଲିନ୍ କ୍ଷରଣ ବଢାଇଥାଏ ଏବଂ ରକ୍ତରେ ସୁଗାର ଲେବଲକୁ କମ୍ କରିବାରେ ସାହାଯ୍ୟ କରିଥାଏ । ତେଣୁ ମଧୁମେହ ରୋଗୀଙ୍କ ପାଇଁ ଅଦା ପାଣି ମଧ୍ୟ ଲାଭଦାୟକ ହୋଇଥାଏ ।

. ଏହା ହୃଦରୋଗର ଚିକିତ୍ସାରେ ମଧ୍ୟ ବ୍ୟବହୃତ ହୁଏ । କୋଲେଷ୍ଟ୍ରଲକୁ କମ୍ କରିବାରେ ଏବଂ ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ମଧ୍ୟ ଅଦା ପାଣି ସହାୟକ ହୋଇଥାଏ।

. ଅନେକ ସମୟରେ ଲୋକମାନେ ମାଂସପେଶୀର ଯନ୍ତ୍ରଣା ମଧ୍ୟ ଭୋଗିଥାନ୍ତି, ଯେଉଁଥୁପାଇଁ ସେମାନେ ପେନ୍ କିଲର୍ ଖାଇଥାନ୍ତି । କିନ୍ତୁ ଏହିପରି ଔଷଧ ସାସ୍ଥ୍ୟ ଉପରେ କ୍ଷତି ପହଞ୍ଚାଇପାରେ । ତେଣୁ ଏଥିଲାଗି ଅଦା ପାଣି ପିଅନ୍ତୁ । ମାଂସପେଶୀରେ ଯନ୍ତ୍ରଣା ସମସ୍ୟାରୁ ଆରାମ ମିଳିବ

 

Tags: dibeticlifestyle
ShareTweetShareSend
Sanchar Live

Sanchar Live

Next Post
ଗ୍ଲୋବାଲ ଲିଡର ତାଲିକାର ଶୀର୍ଷରେ ନରେନ୍ଦ୍ର ମୋଦୀ

ଗ୍ଲୋବାଲ ଲିଡର ତାଲିକାର ଶୀର୍ଷରେ ନରେନ୍ଦ୍ର ମୋଦୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.