Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

କୋଟିଏ ଟଙ୍କା ଦାବି କରି ୪ ଜଣଙ୍କୁ ଅପହରଣ କରିଥିବା ଅଭିଯୋଗ

Sanchar Live by Sanchar Live
January 27, 2025
in ଅପରାଧ
0
କୋଟିଏ ଟଙ୍କା ଦାବି କରି ୪ ଜଣଙ୍କୁ ଅପହରଣ କରିଥିବା ଅଭିଯୋଗ

Oplus_131072

0
SHARES
11
VIEWS
FacebookTwitter

ଦିଗପହଣ୍ଡି: କେ ନୁଆଁଗାଁ ଥାନା ଚିକିଟି ଗଡ଼ର ନିକଟ ଏକ ଘରୁ ଚାରି ଜଣ ଯୁବକଙ୍କୁ ଉଦ୍ଧାର କରିଛି ପୋଲିସ । କୋଟିଏ ଟଙ୍କା ଦାବି କରି ୪ ଜଣଙ୍କୁ ଅପହରଣ କରି ଘରେ ବାନ୍ଧି ରଖିଥିବା ଅଭିଯୋଗ ହୋଇଛି । ଉଦ୍ଧାର କରାଯାଇଥିବା ଚାରି ଜଣ ଯୁବକଙ୍କୁ ଚିକିଟି ଗଡ଼ର ଏକ ଘରେ କିଛି ଦୁର୍ବୁର୍ତ୍ତ ଅପହରଣ କରି ରଖିଥିବା ବେଳେ ଉଦ୍ଧାର ହୋଇଥିବା ଜଣାପଡିଛି ।

ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲା ଚିକିଟି ଗଡ଼ ଅଞ୍ଚଳରେ ଚାରି ଜଣ ଯୁବକଙ୍କୁ ଘର ଭିତରେ ରଖି ଅପହରଣ କରି ରଖା ଯାଇଥିବା ବେଳେ କୌଶଳ କ୍ରମେ ଜଣେ ଯୁବକ ଖସି ଆସିଥିଲେ । ପରେ ସେ ଚିକିଟି ତହସିଲଦାରଙ୍କ ଘରକୁ ଯାଇ ନିଜକୁ ବଞ୍ଚାଇବା ସହ ଆଉ ତିନି ଜଣଙ୍କୁ ଘରେ ବନ୍ଦି କରି ରଖିଛନ୍ତି ବୋଲି କହିଥିଲେ । ତହସିଲଦାର ଏ ବିଷୟରେ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘରେ ଅପହରଣ ହୋଇଥିବା ଯୁବକଙ୍କୁ ଉଦ୍ଧାର କରିଥିଲା । ଅପହରଣକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ତେବେ ଏନେଇ ପୋଲିସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳି ନାହିଁ ।

Tags: digapahandikidnap
ShareTweetShareSend
Sanchar Live

Sanchar Live

Next Post
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ହେଲେ ପ୍ରକାଶ ମିଶ୍ର

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ହେଲେ ପ୍ରକାଶ ମିଶ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.