Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗାଁ ଦାଣ୍ଡରେ କଙ୍ଗାରୁ କୋର୍ଟ : ଭାଇରାଲ ହେଉଛି ଭିଡିଓ

Sanchar Live by Sanchar Live
January 2, 2025
in ଅପରାଧ
0
ଗାଁ ଦାଣ୍ଡରେ କଙ୍ଗାରୁ କୋର୍ଟ : ଭାଇରାଲ ହେଉଛି ଭିଡିଓ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଗାଁ ଦାଣ୍ଡରେ କଙ୍ଗାରୁ କୋର୍ଟ ଭିଡିଓ ହେଲା ଭାଇରାଲ । ଦିଗପହଣ୍ଡି ଥାନା କମଳାପୁର ଗାଁରେ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଯୁବକଙ୍କୁ ମାଡ଼ ମାରିବା ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି । ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ବେଳେ ଉଭୟଙ୍କ ମଧ୍ୟରେ ଆପୋଷ ବୁଝାମଣା ହୋଇଥିବା କହିଛି ଦିଗପହଣ୍ଡି ପୋଲିସ । କଲ୍ୟାଣିପୁର ଗାଁର ଜଣେ ଯୁବକଙ୍କ ସହିତ ନିକଟସ୍ଥ ଜକର ଗାଁର କିଛି ଯୁବକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ପରେ ସେହି ଯୁବକମାନେ ହଠାତ କମଳାପୁର ଗାଁରେ ପହଞ୍ଚି ଯୁବକଙ୍କ ସହିତ ଗଣ୍ଡଗୋଳ କରିଥିଲେ ।

ଖବର ପାଇ ଗ୍ରାମବାସୀ ଯୁବକ ମାନଙ୍କ ସାର୍ଟ ଓହ୍ଲାଇ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ମାଡ଼ ମାରିଥିଲେ । ପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ୪ଜଣ ଯୁବକଙ୍କୁ ଖୁଣ୍ଟରୁ ଫିଟାଇ ଆଣିବା ସହିତ ସେମାନଙ୍କ ଠାରୁ ନକଲି ବନ୍ଧୁକ ଜବତ କରିଛି । ଉଭୟ ପକ୍ଷର ଆପୋଷ ବୁଝାବଣା ହୋଇଥିବା ପୋଲିସ କହିଛି । ଗାଁ ଖୁଣ୍ଟରେ ବାନ୍ଧି ମାଡ଼ ମାରିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରଲ ହେଉଛି ।

Tags: crimedigapahandi
ShareTweetShareSend
Sanchar Live

Sanchar Live

Next Post
ଆଇଏସଏସ୍‌ ସ୍ତରରେ ଅଦବଦଳ

ଆଇଏସଏସ୍‌ ସ୍ତରରେ ଅଦବଦଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.