Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ୟା ‘ଦାନା’: ବୁଧବାର ଦିନ ୧୨ଟା ସୁଦ୍ଧା ସମସ୍ତ ପର୍ଯ୍ୟଟକଙ୍କୁ ଦୀଘା ଖାଲି କରିବାକୁ ପଶ୍ଚିମବଙ୍ଗ ପ୍ରଶାସନର କଡ଼ା ନିର୍ଦ୍ଦେଶ

Sanchar Live by Sanchar Live
October 23, 2024
in ଓଡିଶା
0
ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ବାତ୍ୟା ‘ଦାନା’ ପାଇଁ ପଶ୍ଚିମବଙ୍ଗ ଦୀଘାରେ ପ୍ରଶାସନ ପକ୍ଷରୁ ହାଇଆଲର୍ଟ । ବୁଧବାର ଦିନ ୧୨ ଟା ସୁଦ୍ଧା ସମସ୍ତ ପର୍ଯ୍ୟଟକଙ୍କୁ ଦୀଘା ଖାଲି କରିବାକୁ ପଶ୍ଚିମବଙ୍ଗ ପ୍ରଶାସନର କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଏନେଇ ମଙ୍ଗଳବାର ରାତି ୧୦ ଟାରେ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା ।

ନ୍ୟୁ ଦୀଘା, ପୁରୁଣା ଦୀଘା, ଶଙ୍କରପୁର, ତାଜପୁର, ମନ୍ଧାରମଣି ଅଞ୍ଚଳରେ ପାଖାପାଖି ୧୩୦୦ ହୋଟେଲ ରହିଛି । ଏହି ସବୁ ହୋଟେଲରେ ଦେଶ ବିଦେଶରୁ ଆସି ରହିଥିବା ପର୍ଯ୍ୟଟକ ମାନଙ୍କୁ ଅକ୍ଟୋବର ୨୩ ଅର୍ଥାତ ବୁଧବାର ଦିନ ୧୨ ଟା ସୁଦ୍ଧା ହୋଟେଲ ଛାଡିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି । ଏହା ସହ ଅକ୍ଟାବର ୨୬ ତାରିଖ ପର୍ଯ୍ୟନ୍ତ ଏ ସମସ୍ତ ହୋଟେଲରେ କୌଣସି ବୁକିଂ ନକରିବାକୁ ମଧ୍ୟ ପ୍ରଶାସନ ଡ଼ାକବାଜି ଯନ୍ତ୍ର ଦ୍ୱାରା ନିର୍ଦ୍ଦେଶ ଦେଇଛି ।

Tags: cycloneodishaWestbengal
ShareTweetShareSend
Sanchar Live

Sanchar Live

Next Post
ପରିବା ଦେଖିଲେ ଡର ଲାଗୁଛି, ଦାମ ଶୁଣିଲେ ମୁଣ୍ଡ ବିନ୍ଧୁଛି

ପରିବା ଦେଖିଲେ ଡର ଲାଗୁଛି, ଦାମ ଶୁଣିଲେ ମୁଣ୍ଡ ବିନ୍ଧୁଛି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.