Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ : ଗଜପତି

Sanchar Live by Sanchar Live
May 26, 2025
in ଓଡିଶା
0
ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ : ଗଜପତି
0
SHARES
16
VIEWS
FacebookTwitter

ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ ।  ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ ।  ଦୀଘା ଜଗନ୍ନାଥ ମନ୍ଦିରର ଏଭଳି ନାମକରଣକୁ ନେଇ ଆମେ ଆଶ୍ଚର୍ଯ୍ୟ ।

ବିଶ୍ବରେ ଅନେକ ଜଗନ୍ନାଥ ମନ୍ଦିର ନିର୍ମାଣ ହୋଇଛି ।  କିନ୍ତୁ ଏଭଳି ନାମକରଣ କେହି କରିନାହାନ୍ତି। କେବଳ ଶ୍ରୀକ୍ଷେତ୍ର ପୁରୀ ହେଉଛି ଜଗନ୍ନାଥ ଧାମ ବୋଲି ପୂର୍ବରୁ ମୁଁ ଏବଂ ଜଗତଗୁରୁ ମତପ୍ରକାଶ କରିଛୁ ।  ପଶ୍ଚିମବଙ୍ଗ ସରକାରଙ୍କ ନିର୍ଦ୍ଦେଶରେ ହିଁ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯାଇଛି ।  ଶ୍ରୀଜଗନ୍ନାଥ ଧାମ ଶବ୍ଦ ଯେଭଳି ଦୀଘା ମନ୍ଦିରରୁ ତୁରନ୍ତ ହଟିବ ସେନେଇ ରାଜ୍ୟ ସରକାର ମଧ୍ୟ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି ।

ଏନେଇ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକତା ରହିଛି। ଇସ୍କନ ସଂସ୍ଥା ଦାୟିତ୍ଵ ନେଇଥିଲେ ମଧ୍ୟ ସେମାନେ ଏହାକୁ ବାରଣ କରିନଥିବାରୁ ଏହା ଚିନ୍ତାର ବିଷୟ। ମହାପ୍ରଭୁଙ୍କ ପରମ୍ପରାକୁ ବିକୃତ ଓ ଉଲ୍ଲଂଘନ କରିବା ଗ୍ରହଣୀୟ ନୁହେଁ ।  ସେହିପରି ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମଧ୍ୟ ମତ ରଖିଛନ୍ତି ଗଜପତି। ଭାରତ ଭିତରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଇସ୍କନ ରଥଯାତ୍ରା କରୁଛି।

୨୦୨୪ ଡିସେମ୍ବର ୨ତାରିଖରେ ଏନେଇ ଇସ୍କନ ମୁଖ୍ୟଙ୍କ ସହିତ ଆଲୋଚନା ହୋଇଛି। ଇସ୍କନର ପଣ୍ଡିତ ମାନେ ସେମାନଙ୍କ ତଥ୍ୟ ରଖିଛନ୍ତି। ଖୁବଶୀଘ୍ର ଇସ୍କନର ମତକୁ ଖଣ୍ଡନ କରି ଶ୍ରୀମନ୍ଦିର ପକ୍ଷରୁ ଇସ୍କନକୁ ତଥ୍ୟ ପ୍ରଦାନ କରାଯିବ।  ସମସ୍ତ ତଥ୍ୟ ଇସ୍କନକୁ ଦିଆଯିବା ପରେ ସେମାନେ ଆମ ପରମ୍ପରାକୁ ପାଳନ କରିବେ ବୋଲି ଆଶା କରାଯାଉଛି ।  ଯଦି ଇସ୍କନ ମୁଖ୍ୟ ଏଥିରୁ ନିବୃତ ନରୁହନ୍ତି ତେବେ ଆଗାମୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ଗଜପତି ମହାରାଜ କହିଛନ୍ତି ।

Tags: digha jaganath templegajapati
ShareTweetShareSend
Sanchar Live

Sanchar Live

Next Post
ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ ¡

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ ¡

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.