Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଶେଷରେ ଡାକ୍ତରଙ୍କ ଦାବି ମାନିଲେ ଦିଦି

Sanchar Live by Sanchar Live
September 17, 2024
in ଭାରତ
0
ଶେଷରେ ଡାକ୍ତରଙ୍କ ଦାବି ମାନିଲେ ଦିଦି
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: କୋଲକତା ଆର୍‌ଜି କର ମେଡିକାଲ ଦୁଷ୍କର୍ମ ଓ ହତ୍ୟା ମାମଲା। ଶେଷରେ ଆନ୍ଦୋଳନକାରୀ ଡାକ୍ତରଙ୍କ ଦାବୀ ମାନିଲେ ମମତା । ଦୀର୍ଘ ସମୟ ଧରି ଆନ୍ଦୋଳନ ଚଳାଇଥିବା କନିଷ୍ଠ ଡାକ୍ତରଙ୍କ ଦାବି ସମାଧାନର ବାଟ ବାହାରିଛି । ମଧ୍ୟରାତ୍ରୀରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଲିକତା ପୋଲିସ କମିସନର ବିନୀତ ଗୋୟଲଙ୍କୁ ବିଦା କରିଛନ୍ତି । କେବଳ ସେତିକି ନୁହେଁ, ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ବି ବଦଳି କରାଯାଇଥିଲା । ସେପଟେ ପୋଲିସ୍ କମିସନରଙ୍କ ବଦଳି ଦାବିରେ ଡାକ୍ତରମାନେ ଅଟଳ ରହିଥିଲେ । ଡାକ୍ତର ମାନେ କରିଥିବା 5ଟି ଦାବି ମଧ୍ୟରୁ ତିନୋଟି ଦାବି ମମତା ତତ୍କାଳ ପୂରଣ କରିଛନ୍ତି । ଅନ୍ୟ ଦାବିର ସମାଧାନ ଲାଗି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି । ଏହା ସହ ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ  କୌଣସି ଦଣ୍ଡବିଧାନ କରାଯିବ ନାହିଁ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି । ସେପଟେ ଏହା ପରେ ଆନ୍ଦୋଳନରେ ପୂର୍ଣ୍ଣଛେଦ୍ ପଡିବା ବୋଲି ଆଶା କରାଯାଉଛି ।

Tags: kolkata doctor casemamata banarjee
ShareTweetShareSend
Sanchar Live

Sanchar Live

Next Post
୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.