Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିର ଯାଇ ଜଗା ଦର୍ଶନ କଲେ ରାଷ୍ଟ୍ରପତି

Sanchar Live by Sanchar Live
December 4, 2024
in ଓଡିଶା
0
ଶ୍ରୀମନ୍ଦିର ଯାଇ ଜଗା ଦର୍ଶନ କଲେ ରାଷ୍ଟ୍ରପତି
0
SHARES
2
VIEWS
FacebookTwitter

ପୁରୀ : ପୁରୀରେ ମହାମହିମ । ଶ୍ରୀମନ୍ଦିର ଯାଇ ଜଗା ଦର୍ଶନ କଲେ ରାଷ୍ଟ୍ରପତି । ବଡ଼ଦାଣ୍ଡରୁ ଚାଲିଚାଲି ଶ୍ରୀମନ୍ଦିର ଯାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀଜିଉଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ରାଜ୍ୟ ଓ ଦେଶର ମଙ୍ଗଳ କାମନା ପାଇଁ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି । ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ଅଛନ୍ତି।  ଏଥିପାଇଁ ଶ୍ରୀମନ୍ଦିରରେ ସକାଳ ସାଢ଼େ ୮ଟରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି ।  ତେବେ ରାଷ୍ଟ୍ରପତିଙ୍କ ଦର୍ଶନ ପରେ ହେବ ସର୍ବସାଧାରଣ ଦର୍ଶନ ।

ଅନ୍ୟପଟେ ମହାପ୍ରଭୁଙ୍କ ଦର୍ଶନ ପରେ ରାଷ୍ଟ୍ରପତି ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ ନୌସେନାର ପରାକ୍ରମ ଦେଖିବେ । ନୌସେନା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଟ୍ରାଫିକ କଟକଣା ମଧ୍ୟ ଜାରି କରାଯାଇଛି । ଆଜି ପୁରୀ ପୌରପାଳିକାରେ ସମସ୍ତ ସ୍କୁଲ ବନ୍ଦ ।

Tags: dropadi murmupuri
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନାଭିସ୍‌

ଆସନ୍ତାକାଲି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନାଭିସ୍‌

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.