Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ୧୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

Sanchar Live by Sanchar Live
July 3, 2025
in ଓଡିଶା
0
ଆସନ୍ତା ୧୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
0
SHARES
27
VIEWS
FacebookTwitter

କଟକ : ଆସନ୍ତା ୧୪ରେ ଓଡ଼ିଶା ଆସୁଛନ୍ତି ମହାମହିମ  ରାଷ୍ଟ୍ରପତି । ୧୫ ତାରିଖରେ ରେଭେନ୍ସା ବିଶ୍ବବିଦ୍ୟାଳୟର ୧୩ତମ ସମାବର୍ତ୍ତନ ଉତ୍ସବ ଏବଂ ଅନ୍ୟ ଦୁଇଟି କାର୍ଯ୍ୟକ୍ରମରେ ଯୋଗଦେଇ ପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଉତ୍ସବରେ ରାଷ୍ଟ୍ରପତିଙ୍କ ସହ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉତ୍ସବରେ ୨୦୨୩, ୨୦୨୪ ଏବଂ ୨୦୨୫ ଶିକ୍ଷା ବର୍ଷ ପାଇଁ ୧୫୦ ଜଣ PHD ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ସାର୍ଟିଫିକେଟ୍ ପ୍ରଦାନ କରାଯିବ। ତିନି ବର୍ଷର ମୋଟ ୬ ଜଣ କୃତି ଛାତ୍ରଛାତ୍ରୀଙ୍କୁ ବେଷ୍ଟ ଗ୍ରାଜୁଏଟ ଭାବରେ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ ବୋଲି ସୂଚନା ଦେଇଛନ୍ତି ରେଭେନ୍ସା କର୍ତ୍ତୃପକ୍ଷ ।

Tags: odishapresident of india
ShareTweetShareSend
Sanchar Live

Sanchar Live

Next Post
`ଅଫିସର ଅଫ ଦି ଅର୍ଡ଼ର ଅଫ ଦି ଷ୍ଟାର ଅଫ ଘାନା’ ସମ୍ମାନରେ ସମ୍ମାନିତ ହେଲେ ମୋଦି

`ଅଫିସର ଅଫ ଦି ଅର୍ଡ଼ର ଅଫ ଦି ଷ୍ଟାର ଅଫ ଘାନା' ସମ୍ମାନରେ ସମ୍ମାନିତ ହେଲେ ମୋଦି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ
  • ଆଜି ଏହି ରାଶିର ଲୋକଙ୍କୁ ମିଳିବ ଖୁସି ଖବର
  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.