Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମହାକୁମ୍ଭ ସଙ୍ଗମସ୍ଥଳରେ ବୁଡ଼ ପକାଇଲେ ମହାମହିମ

Sanchar Live by Sanchar Live
February 10, 2025
in ଭାରତ
0
ମହାକୁମ୍ଭ ସଙ୍ଗମସ୍ଥଳରେ ବୁଡ଼ ପକାଇଲେ ମହାମହିମ

Oplus_131072

0
SHARES
15
VIEWS
FacebookTwitter

ପ୍ରୟାଗରାଜ: ମହାକୁମ୍ଭ ସଙ୍ଗମସ୍ଥଳରେ ବୁଡ଼ ପକାଇଲେ ମହାମହିମ । ପ୍ରୟାଗରାଜ ତ୍ରିବେଣୀ ସଂଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋମବାର ରାଷ୍ଟ୍ରପତି ପ୍ରୟାଗରାଜରେ ପହଞ୍ଚିବା ପରେ ନୌବିହାର କରିଥିଲେ ।  ନୌବିହାର ବେଳେ ଶହ ଶହ ସଂଖ୍ୟାରେ ବିଦେଶାଗତ ପକ୍ଷୀ ମାନଙ୍କୁ ଖାଦ୍ୟ ଖୁଆଇଥିଲେ। ସାଙ୍ଗରେ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦୀବେନ ପଟେଲ।  ବୁଡ଼ ପରେ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି । ପ୍ରୟାଗରାଜରେ ରାଷ୍ଟ୍ରପତି ଅପରାହ୍ଣ ୪ଟା ପର୍ଯ୍ୟନ୍ତ ରହିବା କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।  କୁମ୍ଭମେଳାରେ ଏପର୍ୟ୍ୟନ୍ତ ୪୦ କୋଟିରୁ ଅଧିକ ଲୋକ ବୁଡ଼ ପକାଇସାରିଲେଣି ବୋଲି ସୂଚନା ରହିଛି ।

ଏହାପରେ ରାଷ୍ଟ୍ରପତି ସନ୍ଧ୍ୟା ୫ଟା ୪୫ରେ ପ୍ରୟାଗରାଜରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ । ରାଷ୍ଟ୍ରପତିଙ୍କ ଏହି ଗସ୍ତ କେବଳ ପ୍ରୟାଗରାଜ ପାଇଁ ଐତିହାସିକ ହେବ ନାହିଁ ବରଂ ଦେଶବ୍ୟାପୀ ସନାତନୀ ଭକ୍ତମାନଙ୍କ ପାଇଁ ଏକ ପ୍ରେରଣାଦାୟକ ମୁହୂର୍ତ୍ତ ହେବ। ଆଜି ରାଷ୍ଟ୍ରପତିଙ୍କ ଉପସ୍ଥିତି ମହାକୁମ୍ଭର ଧାର୍ମିକ, ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ଗୁରୁତ୍ୱକୁ ଏକ ନୂତନ ଦିଗ ଓ ବାର୍ତ୍ତା ଦେବ ।

Tags: Dropadimurmuprayagrajpresident of india
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାରେ ପହଞ୍ଚିଲେ ଭାରତ-ଇଂଲଣ୍ଡ କ୍ରିକେଟ୍ ଟିମ୍‌ର ଖେଳାଳି

ଓଡିଶା ଛାଡିଲେ ଭାରତ ଏବଂ ଇଂଲଣ୍ଡ ଖେଳାଳି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.