Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିହାରରେ ବିଧାନସଭା ନିର୍ବାଚନ ପ୍ରସଙ୍ଗ : ଆଜି ବି ସ୍ଥିତି ସମୀକ୍ଷା କରିବେ ନିର୍ବାଚନ କମିଶନ

Sanchar Live by Sanchar Live
October 5, 2025
in ରାଜନୀତି
0
ବିହାରରେ ବିଧାନସଭା ନିର୍ବାଚନ ପ୍ରସଙ୍ଗ : ଆଜି ବି ସ୍ଥିତି ସମୀକ୍ଷା କରିବେ ନିର୍ବାଚନ କମିଶନ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ବିହାରରେ ବିଧାନସଭା ନିର୍ବାଚନ ପ୍ରସଙ୍ଗ। ଆଜି ବି ସ୍ଥିତି ସମୀକ୍ଷା କରିବେ ନିର୍ବାଚନ କମିଶନ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ନେତୃତ୍ବରେ ଯାଇଥିବା ୩ ଜମିଟି କରୁଛନ୍ତି ସମୀକ୍ଷା। ଟିମରେ ସାମିଲ ଅଛନ୍ତି ଅନ୍ୟତମ ୨ ନିର୍ବାଚନ ଅଧିକାରୀ ସୁଖବୀର ସିଂ ସାନ୍ଧୁ ଓ ବିବେକ ଯୋଶୀ। ଗତକାଲି ପାଟନାର ତାଜ ହୋଟେଲରେ ରାଜ୍ୟର ପଞ୍ଜିକୃତ ୧୨ଟି ରାଜନୈତିକ ଦଳର ନେତାଙ୍କ ସହ ଇସିଆଇ କରିଥିଲେ ଆଲୋଚନା। ବିହାର ଗସ୍ତ ପୂର୍ବରୁ ଦିଲ୍ଲୀରେ ବିହାର ଓ ଅନ୍ୟାନ୍ୟ ରାଜ୍ୟରେ ହେବାକୁ ଉପନିର୍ବାଚନ ଲାଗି ନିଯୁକ୍ତ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ସହ ବୈଠକ କରିଥିଲେ ଆୟୋଗ। ଆସନ୍ତା ନଭେମ୍ବର ୨୨ରେ ବିହାର ବିଧାନସଭାର କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ହେବ ବିଧାନସଭା ନିର୍ବାଚନ l ଚଳିତ ମାସ ଶେଷ ଭାଗ ଓ ନଭେମ୍ବରରେ ବିଭିନ୍ନ ପର୍ଯ୍ୟାୟରେ ହୋଇପାରେ ନିର୍ବାଚନ l ବିହାରରେ ନିର୍ବାଚନକୁ ସ୍ବଚ୍ଛ ଓ ନିରପେକ୍ଷ କରିବା ଦିଗରେ ନିର୍ବାଚନ କମିଶନ ଯୋଜନା କରିଛନ୍ତି l ବିହାର ଓ ଅନ୍ୟ ରାଜ୍ୟର ଉପନିର୍ବାଚନ ଲାଗି ନିର୍ବାଚନ କମିଶନ ୪୭୦ ଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି l ସେମାନଙ୍କ ମଧ୍ୟରେ ଅଛନ୍ତି ୩୨୦ ଆଇଏଏସ, ୬୦ ଆଇପିଏସ ଓ ୯୦ ଆଇଆରଏସ ଅଧିକାରୀ l ଓଡ଼ିଶା, ଜାମ୍ମୁ ଓ କାଶ୍ମୀର, ରାଜସ୍ଥାନ, ଝାଡ଼ଖଣ୍ଡ, ତେଲଙ୍ଗାନା, ପଞ୍ଜାବ, ମିଜୋରାମରେ ହେବ ଉପନିର୍ବାଚନ l

Tags: Bihar politicsEci
ShareTweetShareSend
Sanchar Live

Sanchar Live

Next Post
ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା ଜାଲିଆତିର ଖୋଲୁଛି ଗୁମର

ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା ଜାଲିଆତିର ଖୋଲୁଛି ଗୁମର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.