Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଇଂଲଣ୍ଡ ୩୮୭ ରନରେ ଅଲଆଉଟ୍

Sanchar Live by Sanchar Live
July 11, 2025
in କ୍ରୀଡ଼ା
0
ଇଂଲଣ୍ଡ ୩୮୭ ରନରେ ଅଲଆଉଟ୍
0
SHARES
23
VIEWS
FacebookTwitter

ଲର୍ଡସ ଟେଷ୍ଟରେ ଇଂଲଣ୍ଡ ନିଜର ପ୍ରଥମ ଇନିଂସରେ ୩୮୭ ରନରେ ଅଲଆଉଟ ହୋଇଯାଇଛି । ଇଂଲଣ୍ଡ ପକ୍ଷରୁ ଜୋ ରୁଟ ଶତକ ଅର୍ଜନ କରିଥିବାବେଳେ ଭାରତ ପକ୍ଷରୁ ଯସପ୍ରୀତ ବୁମରା ୫ଟି ଓ୍ବିକେଟ ନେଇଥିଲେ ।

ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦଳ ପକ୍ଷରୁ ଜ୍ୟାକ କ୍ରାଉଲି ଓ ବେନ ଡକେଟ ଏକ ଭଲ ଆରମ୍ଭ କରିଥିଲେ ବି ଏକ ବଡ଼ ପାର୍ଟନରସିପ କରିପାରିନଥିଲେ । ଡକେଟ୍ ୨୩ ଓ କ୍ରାଉଲି ୧୮ ରନ କରିଥିଲେ । ତେବେ ଓଲି ପୋପ୍ ଓ ଜୋ ରୁଟଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ପୋପ୍ ୪୪ ରନ କରିଥିବାବେଳେ ରୁଟ୍ ଏକ ଲଢୁଆ ଶତକ ଅର୍ଜନ କରିଥିଲେ । ସେହିପରି ବେନ ଷ୍ଟୋକ୍ସ ୪୪ ରନ କରିଥିବାବେଳେ ଜେମି ସ୍ମିଥ ଓ ବ୍ରାଇଡନ କାର୍ସେ ଅର୍ଦ୍ଧଶତକ ଅର୍ଜନ କରିଥିଲେ ।

ଭାରତ ପକ୍ଷରୁ ଯଶପ୍ରୀତ ବୁମରା ୫ଟି ଓ୍ବିକେଟ ନେଇଥିବାବେଳେ ନୀତୀଶ ରେଡ୍ଡି ଓ ମହମ୍ମଦ ସିରାଜ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ସେହିପରି ରବୀନ୍ଦ୍ର ଜାଦେଜା ଗୋଟିଏ ଓ୍ବିକେଟ ନେଇଥିଲେ ।

Tags: englandindiatest cricket
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌

ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.