Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଇଓଡବ୍ଲ୍ୟୁର ଆବେଦନ

Sanchar Live by Sanchar Live
March 18, 2025
in ଓଡିଶା
0
କୋର୍ଟରେ ହାଜର ହେଲେ ବିଜେଡି ନେତା ରାଜା ଚକ୍ର
0
SHARES
7
VIEWS
FacebookTwitter

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି କୋ-ଅପରେଟିଭ ସୋସାଇଟି ଲିମିଟେଡରେ ଦୁର୍ନୀତି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କଲା ଇଓଡବ୍ଲ୍ୟୁ । କ୍ରାଇମବ୍ରାଞ୍ଚର ଆର୍ଥିକ ଅପରାଧ ଶାଖା ୫ ଦିନ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ ଆଣି ବିଜେଡି ନେତା ସୌମ୍ୟଶଙ୍କର ଓରଫ ରାଜାଙ୍କୁ ପଚରା ଉଚୁରା କରିବ ଇଓଡବ୍ଲ୍ୟୁ ।

ଗନ୍ଧମାର୍ଦ୍ଦନ ଲୋଡିଂ ମାଇନ୍ସ ଦୁର୍ନୀତିରେ  ରାଜା ଚକ୍ରଙ୍କୁ ଗତ ୧୩ ତାରିଖରେ ଗିରଫ କରିଥିଲା ଇଓଡବ୍ଲ୍ୟୁ । କୋର୍ଟରେ ହାଜର କରିବା ପରେ ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା, ଯାହାର ଅବଧି ଆସନ୍ତାକାଲି ସରିବ । ଏହା ପୂର୍ବରୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରି ନିରାଶ ହୋଇଥିଲେ ରାଜା ଚକ୍ର । ତାଙ୍କୁ ଜାମିନ ଆବେଦନକୁ ଖାରଜ କରିଥିଲେ ହୋଇକୋର୍ଟ । ବେଶ କିଛି ବର୍ଷ

ଧରି ବିଜେଡି ଛତ୍ର ଛାୟାରେ କଳାସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର ।

୨୦୧୭-୧୮ରୁ ୨୦୨୪ ମାର୍ଚ୍ଚ ପର‌୍ୟ୍ୟନ୍ତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିଃ ୧୮୫ କୋଟି ଟଙ୍କା ଲାଭ କରିଥିବା ଖାତାରେ ଦର୍ଶାଇଥିଲେ ମଧ୍ୟ ୨୦୧୨-୧୩ରୁ ୨୦୨୪ ପର‌୍ୟ୍ୟନ୍ତ ସୋସାଇଟିର କୌଣସି ଅଡିଟ୍ କରାଯାଇନାହିଁ। ସେହିପରି ୪ ବର୍ଷ ଭିତରେ ବିଭିନ୍ନ ଗାଁ ଲୋକଙ୍କ ମୁହଁକୁ ଚୁପ୍ କରି ସମର୍ଥନ ପାଇବା ପାଇଁ ସଂସ୍ଥା ପକ୍ଷରୁ ୩୩ କୋଟି ଟଙ୍କା ବଣ୍ଟନ କରାଯାଇଛି। ଶ୍ରମିକଙ୍କୁ ଦେୟ ଓ ଲୋଡିଂ ଖର୍ଚ୍ଚ ପାଇଁ ୭୪ କୋଟି ଟଙ୍କା ଦିଆଯାଇଥିବା ତଦନ୍ତରୁ ଜଣାପଡ଼ିଛି।

ରାଜା ଚକ୍ରଙ୍କର ୪୨ଟି ଗାଡି, ଦୁଇଟି ସ୍କ୍ରିନିଂ ପ୍ଲାଣ୍ଟ ଜବତ ହେବା ସହ ଏକାଧିକ ଆକାଉଣ୍ଟକୁ ମଧ୍ୟ ଅଚଳ କରି ଦିଆଯାଇଛି । କ୍ରାଇମବ୍ରାଞ୍ଚ ହାତରେ ଅଦ୍ୟାବଧି ୪୫ କୋଟି ଟଙ୍କା ଠକେଇର ପ୍ରମାଣ ମିଳି ସାରିଛି । ଆହୁରି ୭୪ କୋଟି ଠକେଇର ଯାଞ୍ଚ ଚାଲିଛି।

Tags: eowraja chakra
ShareTweetShareSend
Sanchar Live

Sanchar Live

Next Post
ଗାଜାରେ ପୁଣି ଏୟାରଷ୍ଟ୍ରାଇକ କଲା ଇସ୍ରାଏଲ, ୩୦୦ରୁ ଅଧିକ ମୃତ

ଗାଜାରେ ପୁଣି ଏୟାରଷ୍ଟ୍ରାଇକ କଲା ଇସ୍ରାଏଲ, ୩୦୦ରୁ ଅଧିକ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.