Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ, ଦୁଇ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
March 4, 2025
in ଓଡିଶା
0
ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ, ଦୁଇ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
0
SHARES
41
VIEWS
FacebookTwitter

ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ । ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।

ଓଏସ୍‌ଏସ୍‌ସି ଦ୍ୱାରା ଆୟୋଜିତ ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରୀକ୍ଷକ ପଦବୀ ପାଇଁ ଶାରୀରିକ ପରୀକ୍ଷା ଅନୁଷ୍ଠିତ ହେଉଥିବା ବେଳେ ଘଟିଛି ଦୁଃଖଦ ଘଟଣା। ଏହି ପରୀକ୍ଷା ଦୌଡ଼ ବେଳେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି। ମୃତ ପ୍ରାର୍ଥୀଙ୍କ ନାମ ପ୍ରବୀଣ କୁମାର ପଣ୍ଡା,ତାଙ୍କ ଘର ରାଉରକେଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣାଯାଇଛି।

ଏହି ପରୀକ୍ଷାର ବ୍ୟାଚ ନମ୍ବର ଏ-୦୨ ଥିଲେ। ସେ ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ଆବେଦନ କରିଥିଲେ।ମଙ୍ଗଳବାର ସକାଳେ ସୁନ୍ଦରଗଡ ଭବାନୀପୁରରୁ ବାରଗଡ଼ ପର୍ଯ୍ୟନ୍ତ ୨୫ କିଲୋମିଟର ଦୌଡ଼ରେ ଭାଗ ନେଇଥିବା ବେଳେ ସଦର ଥାନା ଅଞ୍ଚଳର କିରେଇ ନିକଟରେ ସେ ଅଚେତ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ସୁନ୍ଦରଗଡ ସରକାରୀ ମେଡ଼ିକାଲ କଲେଜ ହସପିଟାଲ କୁ ନିଆଯାଇଥିଲା।

କିନ୍ତୁ ସେଠାରେ ପହଞ୍ଚି ବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଦେଇଥିଲେ। ଏହି ଅଘଟଣା କାରଣରେ ପରୀକ୍ଷାରେ ଅଂଶଗ୍ରହଣ କରୁଥିବା ଅନ୍ୟାନ୍ୟ ପ୍ରାର୍ଥୀମାନେ ଅତ୍ୟନ୍ତ ଦୁଃଖିତ ହୋଇପଡ଼ିଛନ୍ତି। ଓଏସ୍‌ଏସ୍‌ସି ଦ୍ୱାରା ଏହି ଅଘଟଣା ବିଷୟରେ ତଦନ୍ତ ଆରମ୍ଭ କରାଯାଇଛି। ଖବରପାଇ ସୁନ୍ଦର ଗଡ ଅତିରିକ୍ତ ଜିଲାପାଳ ରବିନାରାୟଣ ସାହୁ ଘଟଣାର ଅନୁଧ୍ୟାନ ସହ, ସଦରଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Tags: deathmohanmajhiOssc exam
ShareTweetShareSend
Sanchar Live

Sanchar Live

Next Post
ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.