Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କଟକରୁ ସ୍ଥାନାନ୍ତର ହେବନି ଅବକାରୀ କମିଶନର ଅଫିସ୍

Sanchar Live by Sanchar Live
September 3, 2024
in ଓଡିଶା
0
କଟକରୁ ସ୍ଥାନାନ୍ତର ହେବନି ଅବକାରୀ କମିଶନର ଅଫିସ୍
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଲାଗି ରହିଥିବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । କଟକରେ ରହିବ ଅବକାରୀ କମିଶନର ଅଫିସ। ଭୁବନେଶ୍ୱର ସ୍ଥାନାନ୍ତର ହେବା ଏକ ଗୁଜବ ବୋଲି ଅବକାରୀ କମିଶନର ନରସିଂହ ଭୋଳ ସ୍ପଷ୍ଟ କରିଛନ୍ତି। କଟକରେ ଅବକାରୀ କମିଶନର ଅଫିସ ଅଛି, ସ୍ଥାନାନ୍ତର ପ୍ରସ୍ତାବ ନାହିଁ । ଭୁବନେଶ୍ବରରେ କେବଳ କ୍ୟାମ୍ପ ଅଫିସ ଅଛି, ଜରୁରୀ କାମ ପଡ଼ିଲେ ଆସେ ବୋଲି କମିଶନର କହିଛନ୍ତି।

ପୂର୍ବରୁ ରାଜସ୍ବ ବିଭାଗ ଅଧିନରେ ଅବକାରୀ ବିଭାଗ ରହିଥିଲା। ସେଥିପାଇଁ କମିଶନର ଅଫିସ ରାଜସ୍ବ ପର୍ଷଦ କୋଠାରେ ଚାଲିଥିଲା । ୧୯୯୯ରେ ଅଲଗା ହେବା ପରେ ବି ଅଫିସ ସେଇଠି ଚାଲିଥିଲା । ୨ ବର୍ଷ ତଳେ ନିର୍ଦ୍ଦେଶ ହେବାରୁ ଫ୍ଲାଇଂ ସ୍କ୍ବାଡ୍ ଅଫିସକୁ ସ୍ଥାନାନ୍ତର କରାଯାଇଥିଲା। ତେବେ କଟକରେ ସ୍ଥାନାଭାବରୁ କେବଳ ଲ୍ୟାବ୍ ଭୁବନେଶ୍ବର ଆସିଥିଲା । ଗୋଦାମ, ଲ୍ୟାବ୍ ଏବଂ ଫ୍ଲାଇଂ ସ୍କ୍ବାଡ୍ ଅଫିସ ଭୁବନେଶ୍ବର ଆସିଥିଲା ବୋଲି ସେ କହିଛନ୍ତି।

 

Tags: exise officeodisha
ShareTweetShareSend
Sanchar Live

Sanchar Live

Next Post
ଶେଖ ହସିନାଙ୍କ ବିରୋଧରେ ଆଉ ୫ଟି ନୂଆ ହତ୍ଯା ମାମଲା ରୁଜୁ

ଶେଖ ହସିନାଙ୍କ ବିରୋଧରେ ଆଉ ୫ଟି ନୂଆ ହତ୍ଯା ମାମଲା ରୁଜୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.