Friday, February 27, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଫଗୁ ଦଶମୀ ପାଇଁ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି

Sanchar Live by Sanchar Live
March 9, 2025
in Uncategorized
0
ଫଗୁ ଦଶମୀ ପାଇଁ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ ପ୍ରମୁଖ ଯାତ୍ରା ଅଟେ । ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଆଜି ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ। ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ । ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜିତ କରାଯିବ। ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ।

Tags: fagu dasamipuri
ShareTweetShareSend
Sanchar Live

Sanchar Live

Next Post
ଭାରତ ଆଗରେ ୨୫୨ ରନର ବିଜୟ ଲକ୍ଷ୍ୟ

ଭାରତ ଆଗରେ ୨୫୨ ରନର ବିଜୟ ଲକ୍ଷ୍ୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ‘ନିର୍ମଳ’ ସୁନ୍ଦରଗଡ ଏବଂ ଝାରସୁଗୁଡ଼ାରେ ଗ୍ରାମୀଣ ୱାଶ ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେଉଛି
  • ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି
  • ଲୋକାୟୁକ୍ତଙ୍କ ଅଫିସରେ କେମିତି ଲାଗିଲା ନିଆଁ ?
  • ରାଜ୍ୟସଭା ନିର୍ବାଚନ ବିଜ୍ଞପ୍ତି ପ୍ରକାଶ : ମାର୍ଚ୍ଚ ୫ ଯାଏଁ ନାମାଙ୍କନ, ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର
  • ଏନକାଉଣ୍ଟରରେ ୨ ମାଓବାଦୀ ନିପାତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.