Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସିଲା ବାତ୍ୟାଜନିତ କୃଷି କ୍ଷୟକ୍ଷତିର ରିପୋର୍ଟ

Sanchar Live by Sanchar Live
October 26, 2024
in ଓଡିଶା
0
ଆସିଲା ବାତ୍ୟାଜନିତ କୃଷି କ୍ଷୟକ୍ଷତିର ରିପୋର୍ଟ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ଆସିଲା ବାତ୍ୟାଜନିତ କୃଷି କ୍ଷୟକ୍ଷତିର ରିପୋର୍ଟ । କୃଷି ଭବନରେ ବାତ୍ୟା ଜନିତ ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କେ.ଭି. ସିଂହଦେଓ । ମନ୍ତ୍ରୀ କହିଛନ୍ତି କି, ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି । ୧ ଲକ୍ଷ ୯୯ ହଜାର ୧୭୭ ଏକର ଜମିରେ ଚାଷ କ୍ଷତିଗସ୍ତ ହୋଇଛି । କେନ୍ଦ୍ରାପଡ଼ାରେ ୨୩ ହଜାର ହେକ୍ଟର ଜମି କ୍ଷତି ହୋଇଛି । ସର୍ବାଧିକ ରାଜକନିକା, ଆଳି, ମହlକlଳପଡ଼ା କ୍ଷତିଗ୍ରସ୍ତ ହୋଇଛି । ଭଦ୍ରକରେ ୨୪ ହଜାର ୧୧୫ ହେକ୍ଟର ଜମି କ୍ଷତି ହୋଇଛି । ବାସୁଦେବପୁର, ଚାନ୍ଦବାଲି, ଭଣ୍ଡାରି ଭୋଖରି, ଧାମନଗରରେ କ୍ଷତି ହୋଇଛି । ବାଲେଶ୍ୱରରେ ୩୧୪୦ ହେକ୍ଟର ଜମି କ୍ଷତି ହୋଇଛି । ସେହିପରି ମୟୂରଭଞ୍ଜରେ ମୋଟ ୨୩୮୧ ହେକ୍ଟର ଚାଷ ଜମି କ୍ଷୟକ୍ଷତି ହୋଇଛି । ଯାଜପୁରରେ ୨୭୦୯, ଜଗତସିଂହପୁରରେ ୨୪୯୮ ହେକ୍ଟର ଜମି କ୍ଷୟ କ୍ଷତି ହୋଇଛି । ବୈଠକରେ କୃଷି ସଚିବଙ୍କ ସମେତ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ପ୍ରଭାବିତ ହୋଇଥିବା ଜିଲ୍ଲାର ଜିଲ୍ଲାପାଳ ମାନେ ଭିସି ଜରିଆରେ ବୈଠକରେ ସାମିଲ ହୋଇଛନ୍ତି ।

ଉପ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କି, ଜିଲ୍ଲାସ୍ତରରୁ ଆଖି ଦେଖା ରିପୋର୍ଟ ଆସିଛି । ବର୍ଷା କମିଲା ପରେ ଫିଲଡ଼କୁ ଯାଇ ଜିଓ ଟେଗିଙ୍ଗ କରି ସରକାରଙ୍କୁ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ,SRC ଓ କୃଷି ବିଭାଗ ନିଷ୍ପତ୍ତି ନେବେ । ଲୋକଙ୍କୁ ଆମେ ଛାଡିବାକୁ ଚାଁହୁନୁ । ଲୋକଙ୍କ ଅଧିକାର ଯାହା ଦରକାର ସରକାର ଯୋଗାଇଦେବେ । SRC ଙ୍କ ନୁଆଁ ଗାଇଡଲାଇନ ଅନୁଯାଇ କ୍ଷତି ପୂରଣ ଦିଆଯିବ। ଜିଲ୍ଲାସ୍ତରରୁ ରିପୋର୍ଟ ଆସିଲେ SRC ଙ୍କୁ ଦିଆଯିବ । DBT ମାଧ୍ୟମରେ ଲୋକଙ୍କୁ କ୍ଷତି ପୂରଣ ଦିଆଯିବ । ଭୁଲ ରିପୋର୍ଟ ନଦେବା ପାଇଁ ସତର୍କ କରାଯାଉଛି । ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ଗତକାଲି 90 % ବିଦ୍ୟୁତ କାମ ସରିଛି । ବର୍ଷା ପାଇଁ 10 % ରହିଯାଇଥିଲା । ଆଜି ସନ୍ଧ୍ୟା ସୁଦ୍ଧା ସମ୍ପୂର୍ଣ୍ଣ କାମ ସରିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କେ.ଭି. ସିଂହଦେଓ ।

Tags: cyclonefarmingodisha
ShareTweetShareSend
Sanchar Live

Sanchar Live

Next Post
ବାତ୍ୟାରେ ରୋଗୀଙ୍କୁ ଉଦ୍ଧାର କରି ଚର୍ଚ୍ଚାରେ ଆମ୍ବୁଲାନ୍ସ କର୍ମଚାରୀ ମାନସ

ବାତ୍ୟାରେ ରୋଗୀଙ୍କୁ ଉଦ୍ଧାର କରି ଚର୍ଚ୍ଚାରେ ଆମ୍ବୁଲାନ୍ସ କର୍ମଚାରୀ ମାନସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.