Saturday, September 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମମତା ବାନାର୍ଜୀଙ୍କ ନାଁରେ ମାମଲା ରୁଜୁ

Sanchar Live by Sanchar Live
June 12, 2026
in ଭାରତ
0
ମମତା ବାନାର୍ଜୀଙ୍କ ନାଁରେ ମାମଲା ରୁଜୁ
0
SHARES
81
VIEWS
FacebookTwitter

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ମମତା ବାନାର୍ଜୀଙ୍କ ମୁସ୍କିଲ ବଢିବାରେ ଲାଗିଛି । ଟିଏମସିର ବିଧାୟକ ଏବଂ ସାଂସଦଙ୍କ ବିଦ୍ରୋହ ପରେ ମମତାଙ୍କ ନାଁରେ ଏକ ମାମଲା ରୁଜୁ ହୋଇଛି । କୋଲକାତାରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ମମତାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାରେ ୩ଟି ଧାରା ଲାଗିଛି । ବିଏନଏସ ୧୯୬(୧), ବିଏନସ ୩୫୧(୨) ଏବଂ ବିଏନଏସ ୩୫୨ ଲାଗିଛି ।

ଉତ୍ତେଜନା ମୂଳକ ବୟାନ ପାଇଁ କୋଲକାତାର ହେୟାର ଷ୍ଟ୍ରିଟ୍ ପୋଲିସ ଷ୍ଟେସନରେ ମମତାଙ୍କ ନାମରେ ଏକ ମାମଲା ରୁଜୁ ହୋଇଛି । ଗତ ଜୁନ ୨ ତାରିଖରେ କୋଲକାତାରେ ଏକ ଜନସଭାରେ କାହାର ନାମ ନନେଇ ବାଲାଂଦେଶର ଛାତ୍ରନେତା ହାଦିଙ୍କ ହତ୍ୟା ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇଥିଲେ । ଏହି ଘଟଣାରେ ପୂର୍ବରୁ ସିଲିଗୁଡ଼ିରେ ତାଙ୍କ ବିରୁଦ୍ଧରେ ସିଲିଗୁଡ଼ିରେ ଏକ ମାମଲା ରୁଜୁ ହୋଇଥିଲା । ଆଉ ଏବେ କୋଲକାତାରେ ଆଉ ଏକ ମାମଲା ରୁଜୁ ହୋଇଛି ।

ଏହାସହ ନିର୍ବାଚନ ପ୍ରଚାର ସମୟରେ ମଧ୍ୟ ମମତା ଏକ ବିବାଦୀୟ ବୟାନ ଦେଇଥିଲେ । ମମତା କହିଥିଲେ କି, ଆପଣମାନେ ସବୁ ଠିକ୍ ଅଛନ୍ତି କାରଣ ଆମେ ଅଛୁ । ଯଦି ଆମେ ନଥାଆନ୍ତୁ ସେମାନଙ୍କୁ ଗୋଟିଏ ସେକେଣ୍ଡ ଲାଗିବ । ତେବେ ତାଙ୍କର ଏହି ବୟାନଟି ସୋସିଆଲ ମିଡିଆରେ ବେଶ ଭାଇରାଲ ହୋଇଥିଲା । ଏବେ କୋଲକାତାରେ ଏକ ମାମଲା ରୁଜୁ ହୋଇଛି ।

ସୂଚନାଯୋଗ୍ୟ, ନିର୍ବାଚନ ହାରିବା ପରେ ମମତା ବାନାର୍ଜୀଙ୍କ ସହି ଅଭିଷେକ ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ବିଧାୟକଙ୍କ ନକଲି ଦସ୍ତଖତ ମାମଲାରେ ସିଆଇଡି ଯାଞ୍ଚ ଆରମ୍ଭ କରିଛି । ଗୁରୁବାର ପ୍ରାୟ ୫ ଘଣ୍ଟା ଧରି ପଚରାଉଚରା କରିଥିଲା ସିଆଇଡି ।

Tags: MamatabanarjeeWestbengal
ShareTweetShareSend
Sanchar Live

Sanchar Live

Next Post
ବଦଳିବ ଏହିସବୁ ସ୍ଥାନର ନାମ

ବଦଳିବ ଏହିସବୁ ସ୍ଥାନର ନାମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.