Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବିଧାୟକଙ୍କ ଦେହରେ ବାଜିଲା ନିଜ ବନ୍ଧୁକର ଗୁଳି

Sanchar Live by Sanchar Live
January 11, 2025
in ଭାରତ
0
ବିଧାୟକଙ୍କ ଦେହରେ ବାଜିଲା ନିଜ ବନ୍ଧୁକର ଗୁଳି
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ। ପଶ୍ଚିମ ଲୁଧିଆନାର ଆମ୍‌ ଆଦମୀ ପାର୍ଟି ବିଧାୟକ ବିଧାୟକ ଗୁରୁପ୍ରୀତ ଗୋଗିଙ୍କୁ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ସୂଚନା ମୁତାବକ, ଏହି ଘଟଣା ବିଳମ୍ବିତ ରାତିରେ ଘଟିଛି। ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି। ଭୁଲ୍‌ବଶତଃ ନିଜକୁ ନିଜେ ଗୁଳି କରିଥିବା ପରିବାର ଲୋକେ ସୂଚନା ଦେଇଛନ୍ତି। ଡିସିପିଙ୍କ କହିବା ମୁତାବକ, ଗୁଳି ବାଜିବା ପରେ ତରନ୍ତ ତାଙ୍କୁ ଲୁଧିଆନା ସ୍ଥିତ ଡିଏମ୍‌ସି ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ବର୍ତ୍ତମାନ ମୃତଦେହକୁ ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି। ଏହି ଘଟଣା ରାତି ପ୍ରାୟ ୧୨ଟା ସମୟରେ ଘଟିଥିଲା।​​ ପୋଷ୍ଟମର୍ଟମ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ। ହତ୍ୟା ନା ଆତ୍ମହତ୍ୟା ଏଭଳି ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରହିଛି।

ବିଧାୟକ ଗୁରୁପ୍ରୀତ ଗୋଗିଙ୍କ ମୃତ୍ୟୁ ପରେ ପଞ୍ଜାବର ଆପ୍‌ ଅଧ୍ୟକ୍ଷ ତଥା ମନ୍ତ୍ରୀ ଅମନ ଅରୋଡା କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ ଖବର। ସେ ବେଶ୍‌ ଭଲ ଓ ହୃଦୟବାନ ଲୋକ ଥିଲେ। ଆଜି ସେ ଆମ ସମସ୍ତଙ୍କୁ ଛାଡି ଚାଲିଗଲେ। ତାଙ୍କ ମୃତ୍ୟୁ ଖବର ଶୁଣି ମୁଁ ବହୁତ ଦୁଃଖିତ।

ଗୁରୁପ୍ରୀତ ଗୋଗି ୨୦୨୨ ମସିହାରେ ଆମ୍ ଆଦମୀ ପାର୍ଟିରେ ଯୋଗ ଦେଇଥିଲେ।  ସେ ଲୁଧିଆନା ବିଧାନସଭା ନିର୍ବାଚନରେ ​​ଦୁଇଥର ପୂର୍ବତନ କଂଗ୍ରେସ ବିଧାୟକ ଭରତ ଭୂଷଣ ଆଶୁଙ୍କୁ ପରାସ୍ତ କରିଥିଲେ।

Tags: guruprit gogipunjab
ShareTweetShareSend
Sanchar Live

Sanchar Live

Next Post
ବାଲେଶ୍ବର ସହରରେ କର୍ଫ୍ୟୁ

ବାଲେଶ୍ବର ସହରରେ କର୍ଫ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.