Saturday, February 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ପାରିବାରିକ ସମସ୍ୟାର କରୁଣ ପରିଣତି, ଜୀବନ ହାରିଲେ ଯୁବକ

Sanchar Live by Sanchar Live
November 24, 2024
in ଅପରାଧ
0
ପାରିବାରିକ ସମସ୍ୟାର କରୁଣ ପରିଣତି, ଜୀବନ ହାରିଲେ ଯୁବକ
0
SHARES
8
VIEWS
FacebookTwitter

ପାରିବାରିକ ସମସ୍ୟାକୁ ନେଇ ବିଷ ପିଇ ଆତ୍ମହତ୍ୟା କଲେ ଯୁବକ । ମୃତକ ପାଲଚି ଗ୍ରାମର ନାଗାନ୍ତ କହଁର (୨୫) ବୋଲି ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଅନ୍ତର୍ଗତ ପାଲଚି ଗ୍ରାମରେ ଏଭଳି ଘଟଣା ଘିଟିଛି ।

ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଯୁବକ ଜଣକ କୌଣସି କୀଟନାଶକ ପିଇ ଦେଇଥିଲେ । କିଛି ସମୟ ପରେ ତାଙ୍କର ପ୍ରବଳ ବାନ୍ତି ହୋଇଥିଲା । ବାନ୍ତିରେ କୀଟନାଶକ ଗନ୍ଧ ହେବାରୁ ପରିବାର ଲୋକେ ତାଙ୍କୁ ଅଟୋ ଯୋଗେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଏନେଇ ମୃତ ଯୁବକଙ୍କ ବଡ଼ ଭାଇ ସିଦ୍ଧାନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଗୋଛାପଡା ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଗୋଚ୍ଛାପଡା ଥାନା ଅଧିକାରୀ ଚିରଞ୍ଜୀବି ବେହେରା କହିଛନ୍ତି ।

Tags: Firingiaselfkilling
ShareTweetShareSend
Sanchar Live

Sanchar Live

Next Post
ସ୍ତ୍ରୀ ଦେଉଥିଲା ନିର୍ଯାତନା, ୮ ଦିନ ଧରି ବନ୍ଦ ଘରେ ମାଡ ମାରୁଥିଲା

ସ୍ତ୍ରୀ ଦେଉଥିଲା ନିର୍ଯାତନା, ୮ ଦିନ ଧରି ବନ୍ଦ ଘରେ ମାଡ ମାରୁଥିଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବେଦାନ୍ତ ଆଲୁମିନିୟମର ଜ୍ଞାନ ଜ୍ୟୋତି କାର୍ଯ୍ୟକ୍ରମ ରାୟଗଡ଼ା ଏବଂ କଳାହାଣ୍ଡିରେ ଶିକ୍ଷାଦାନକୁ ସ୍ମାର୍ଟ କରିଛି
  • କେନ୍ଦ୍ରାପଡ଼ାରେ ଲଜ୍ଜା, ପୁଣି ଗୁରୁ ନାଁରେ କଳଙ୍କ !
  • ଏଣିକି କାଚ ବୋତଲରେ ମିଳିବନି ମଦ
  • ଚାଷୀ ପ୍ରସଙ୍ଗକୁ ନେଇ ବିଧାନସଭା ହୁଲସ୍ତୁଲ
  • ଆଜିଠୁ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.