Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨୭ ତାରିଖ ସକାଳୁ ମୁଣ୍ଡଳୀରେ ପହଞ୍ଚିବ ୭ ଲକ୍ଷ କ୍ୟୁସେକ ବନ୍ୟା ଜଳ

Sanchar Live by Sanchar Live
September 24, 2025
in ଓଡିଶା
0
୨୭ ତାରିଖ ସକାଳୁ ମୁଣ୍ଡଳୀରେ ପହଞ୍ଚିବ ୭ ଲକ୍ଷ କ୍ୟୁସେକ ବନ୍ୟା ଜଳ
0
SHARES
42
VIEWS
FacebookTwitter

ସଂଚାର ବ୍ୟୁରୋ: ମହାନଦୀରେ ବନ୍ୟା ଆଶଙ୍କା। ୨୭ ତାରିଖ ସକାଳୁ ମୁଣ୍ଡଳୀରେ ପହଞ୍ଚିବ ୭ ଲକ୍ଷ କ୍ୟୁସେକ ବନ୍ୟା ଜଳ। ଏହାର ପ୍ରଭାବରେ ଶାଖା ନଦୀଗୁଡିକ ମଧ୍ୟ ଫୁଲିବ ବୋଲି ଆଶଂକା କରିଛି ଜଳ ସଂପଦ ବିଭାଗ । ଏବେ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ହୋଇଛି । ୬୪ଟି ବ୍ଲକରେ ୫୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି । ୧୧ଟି ସ୍ଥାନରେ ୧୦୦ ମିଲିମିଟର ବର୍ଷା ହୋଇଛି । ଖଇରମାଳରେ ୮୨ ମିଲିମିଟର ବର୍ଷା ହୋଇଥିବାବେଳେ ତେଲ ନଦୀରେ ୩୩ ମିଲିମିଟର ବର୍ଷା ହୋଇଛି । ସମ୍ବଲପୁରରେ ସବୁଠାରୁ ଅଧିକ ବର୍ଷା ହୋଇଛି । ହୀରାକୁଦ ଉପରମୁଣ୍ଡରେ ୪୧ ମିଲିମିଟର ବର୍ଷା ହୋଇଥିବାବେଳେ ବର୍ଷା ଜାରି ରହିଛି । ଏବେ ୩ ଲକ୍ଷ ୨୦ ହଜାର କ୍ୟୁସେକ ପାଣି ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି । ହୀରାକୁଦର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ପାଣି ୬୨୯.୮୯ ଫୁଟରେ ରହିଛି । ୧୬ଟି ଗେଟରେ ପାଣି ନିଷ୍କାସନ ହେଉଛି । ଫଳରେ ୩ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ତେଣୁ ୨୭ ତାରିଖ ସକାଳୁ ୭ ଲକ୍ଷ କ୍ୟୁସେକ ବନ୍ୟା ଜଳ ମୁଣ୍ଡଳୀରେ ପ୍ରବାହିତ ହେବ। ମୁଣ୍ଡଳୀରେ ଯଦି ବର୍ଷା ହୁଏ ପାଣି ଅଧିକ ଆସିବ। ଏବେ ସେଠାରେ ୧ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଏହାର ପ୍ରଭାବରେ ଶାଖା ନଦୀ କୁଆଖାଇ, ବିରୂପା, କାଠଯୋଡି, ଦେବୀ ନଦୀରେ ଜଳସ୍ତର ବୃଦ୍ଧି ପାଇବ । ଏଣୁ ବନ୍ୟା ଆଶଙ୍କା କରାଯାଉଛି ବୋଲି କହିଛି ଜଳ ସଂପଦ ବିଭାଗ । ସମ୍ଭାବ୍ୟ ବନ୍ୟା ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ସୂଚନା ଦିଆଯାଇଛି । କ୍ଷେତ୍ର ଅଧିକାରୀମାନଙ୍କୁ ସତର୍କ କରାଯାଇଛି । କୌଣସି ପରିସ୍ଥିତିକୁ ସାମନା କରିବା ପାଇଁ ପ୍ରସ୍ତୁତ ଅଛୁ ବୋଲି ବିଭାଗ କହିଛି । ବନ୍ଧବାଡ଼ର ତଦାରଖ କରାଯାଉଛି । ଭୟଭୀତ ହେବାର ଆବଶ୍ୟକତା ନାହିଁ । ବ୍ରାହ୍ମଣୀ ନଦୀରେ ରେଙ୍ଗାଲିରେ ଗୋଟିଏ ଗେଟ୍ ଖୋଲିଛି । ବୈତରଣୀରେ ବିପଦ ସଂକେତ ନିକଟରେ ଜଳସ୍ତର ପହଞ୍ଚିବ ବୋଲି ଅନୁମାନ କରାଯାଉଛି । ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗରେ ବର୍ଷା ସତ୍ତ୍ୱେ ଜଳସ୍ତର ବିପଦ ସଂକେତ ତଳେ ରହିଛି । ଆଗକୁ ଆଉ ଏକ ଲଘୁଚାପ ଅଛି । ତେବେ ବର୍ଷା କେତେ ହେବ ତା ଉପରେ ନଜର ରହିଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।.. ..

Tags: floodmahanadiodisha
ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତ-ବାଂଲାଦେଶ ଟକ୍କର

ଆଜି ଭାରତ-ବାଂଲାଦେଶ ଟକ୍କର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.