Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦିନେ ବଢ଼ିଲା ବାର୍ଷିକ ପୁଷ୍ପ ପ୍ରଦର୍ଶନୀ, ଦର୍ଶକଙ୍କ ଚାହିଦାକୁ ଗୁରୁତ୍ବ ଦେଲେ ସରକାର

Sanchar Live by Sanchar Live
January 11, 2025
in ଓଡିଶା
0
ଦିନେ ବଢ଼ିଲା ବାର୍ଷିକ ପୁଷ୍ପ ପ୍ରଦର୍ଶନୀ, ଦର୍ଶକଙ୍କ ଚାହିଦାକୁ ଗୁରୁତ୍ବ ଦେଲେ ସରକାର
0
SHARES
8
VIEWS
FacebookTwitter

ଭୁବନେଶ୍ବର: ଆଜି ସରିବାର ଥିଲା ବାର୍ଷିକ ପୁଷ୍ପ ପ୍ରଦର୍ଶନୀ । ଏହାକୁ ଆଉ ଦିନେ ବଢ଼ାଇଛନ୍ତି ରାଜ୍ୟ ସରକାର । ହେଲେ ଦର୍ଶକଙ୍କ ଚାହିଦାକୁ ଗୁରୁତ୍ବ ଦେଇ ସରକାର ଏହି ପ୍ରଦର୍ଶନୀକୁ ଜାନୁଆରି ୧୨ (ରବିବାର) ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି । ରାଜଧାନୀ ଭୁବନେଶ୍ୱରର ଏକାମ୍ର କାନନସ୍ଥିତ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରରେ ଆୟୋଜିତ ହେଉଛି ଏହି ବାର୍ଷିକ ପୁଷ୍ପ ପଦର୍ଶନୀ । ଏଠାକୁ ଆସୁଥିବା ବର୍ଦ୍ଧିତ ସମୟ ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।

ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ କହିଛନ୍ତି, ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ପୁଷ୍ପ ପ୍ରଦର୍ଶନୀ ଜାରି ରହିବ। ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଏକ ଦିନ ଅବଧି ବଢ଼ାଯାଇଛି ବୋଲି ସେ କହିଛନ୍ତି । ଏହି ପ୍ରଦର୍ଶନୀ ଗତ ୭ ତାରିଖ ଦିନ ଆରମ୍ଭ ହୋଇଥିଲା। ଏହା ୧୧ ତାରିଖରେ ସାରିବାକୁ ଥିଲା ।

Tags: ekamra parkFlower show
ShareTweetShareSend
Sanchar Live

Sanchar Live

Next Post
ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ ଲାଗି ଭାରତୀୟ ଦଳ ଘୋଷଣା

ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ ଲାଗି ଭାରତୀୟ ଦଳ ଘୋଷଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.