Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

Sanchar Live by Sanchar Live
September 13, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..
0
SHARES
7
VIEWS
FacebookTwitter

ମେଷ: ଆତ୍ମବିଶ୍ବାସ ହରାନ୍ତୁନି। ବାଦ-ବିବାଦରୁ ଦୂରେଇ ରୁଅନ୍ତୁ। ସନ୍ତାନ ସ୍ବାସ୍ଥ୍ୟଙ୍କ ପ୍ରତି ଧ୍ୟାନ ଦେବା ଉଚିତ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରିବେ।

ବୃଷ: ବିନମ୍ରତା ସହ କଥାବାର୍ତ୍ତା କରନ୍ତୁ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ଅଟକି ଥିବା କାର୍ଯ୍ୟ ପୂରା ହେବ। କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ।

ବିପରୀତ ପରିସ୍ଥିତିକୁ ସାମନା କରିବେ ।

ମିଥୁନ: ପରିବାରରେ ହସଖୁସି ଲାଗି ରହିବ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କର୍କଟ: ଅଫିସ୍‌ କର୍ମଚାରୀଙ୍କ ସହଯୋଗ ରହିବ। ବିଦ୍ୟାର୍ଥୀମାନେ ଆଶା ଅନୁଯାୟୀ ଫଳ ପାଇବେ । ଆୟ ବୃଦ୍ଧି ହେବ। ଅଯଥା କାମରେ ସମୟ ନଷ୍ଟ କରନ୍ତୁନି। ସମୟ ସହିତ ଖାପଖୁଆଇ ଚଳିବା ଭଲ।

ସିଂହ: ମନରେ ଶାନ୍ତି ଏବଂ ପ୍ରସନ୍ନତା ରହିବ। କାର୍ଯ୍ୟକ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତାରେ ରହିପାରନ୍ତି। ସମାଜସେବାରେ ସମୟ ଦେବେ।

କନ୍ୟା: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କୌଣସି ବନ୍ଧୁଙ୍କ ସହଯୋଗରେ କାମକୁ ପୂରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ।

ତୁଳା: ଯୋଜନା ମୁତାବକ କାର୍ଯ୍ୟ କରନ୍ତୁ। ପଡ଼ୋଶୀଙ୍କଠାରୁ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ।

ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଅତିଥି ସତ୍କାର ଯୋଗ ରହିଛି।

ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉପୁଜିବ।

ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ବୃଦ୍ଧି ପାଇବ। ରାଜନେତାଙ୍କ ପାଇଁ ଦିନଟି ଭଲ।

କୁମ୍ଭ: କର୍ମକ୍ଷେତ୍ରରେ କଠିନ ପରିସ୍ଥିତି ଦେଇ ଗତି କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଉଧାର ମାଗିପାରନ୍ତି।

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟପାରରେ ଦିନଟି ଭଲରେ ବିତିବ। ସାବଧାନତା ସହିତ କାର୍ଯ୍ୟ କରନ୍ତୁ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.