Thursday, August 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅଣ୍ଡା ନଦେଇ ଗହୀରମଥାରୁ ଫେରିଗଲେ ଅଲିଭ ରିଡ଼ଲେ କଇଁଛ

Sanchar Live by Sanchar Live
April 18, 2026
in ଓଡିଶା
0
ଅଣ୍ଡା ନଦେଇ ଗହୀରମଥାରୁ ଫେରିଗଲେ ଅଲିଭ ରିଡ଼ଲେ କଇଁଛ
0
SHARES
26
VIEWS
FacebookTwitter

ଗହୀରମଥାରେ ବ୍ୟତିକ୍ରମ । ଅଣ୍ଡା ନଦେଇ ଗହୀରମଥାରୁ ଫେରିଗଲେ ଅଲିଭ ରିଡ଼ଲେ କଇଁଛ । ସମୁହ ଅଣ୍ଡାଦାନ ନକରି ଗହୀରମଥା ସୀମା ବାହାରକୁ ଚାଲିଗଲେଣି ଅଲିଭ ରିଡ଼ଲେ । ଜଳବାୟୁର ପରିବର୍ତ୍ତନ ନା ବନବିଭାଗର ସୁରକ୍ଷାରେ ତୃଟି ଯାହାକୁ ନେଇ ଉଠିଲା ପ୍ରଶ୍ନ। ଏପ୍ରିଲ ମାସ ସରିବାକୁ ବସିଲାଣି ମାତ୍ର ଆଜି ଯାଏଁ ବିରଳ ଅଲିଭରିଡଲେ କଇଁଛ ସାମୁହିକ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେଉନାହାଁନ୍ତି । ଦୀର୍ଘ ଦୁଇ ମାସ ଧରି କୂଳରୁ ୫ଶହ ମିଟର ମଧ୍ୟରେ ଲକ୍ଷାଧିକ ମାଆ କଇଁଛ ଠୁଳ ହୋଇଥିବା ଦୃଶ୍ୟମାନ ହେଉଥିବା ବେଳେ ଗତ ଏକ ସପ୍ତାହ ହେଲା କୂଳରେ ଆଉ କଇଁଛଙ୍କୁ ଦେଖିବାକୁ ମିଳୁନି ।

ଏଭଳି ପରିସ୍ଥିତିରେ ଗହୀରମଥାରେ ଚଳିତବର୍ଷ କଇଁଛଙ୍କ ସମୂହ ଅଣ୍ଡାଦାନ ହେବ ନାହିଁ ବୋଲି ବନବିଭାଗ ଆକଳନ କରିଛି । ଯାହା ପରିବେଶବିତଙ୍କୁ ବ୍ୟଥିତ କରିଛି । ଓଡିଶାର ଏକ ମାତ୍ର ସାମୁଦ୍ରିକ ଅଭୟାରଣ୍ୟ ଗହିରମାଥା ଯେଉଁଠିକୁ ପ୍ରାୟ ୫୦ ପ୍ରତିଶତରୁ ଉର୍ଦ୍ଧ୍ୱ ଅଲିଭ ରିଡ଼ିଲେ କଇଁଛ ଆସିଥାନ୍ତି । ସମୁଦ୍ରର ନୀଳ ଜଳରାଶିରେ ସେମାନଙ୍କର ମିଳନ ପରେ ବେଳାଭୂମିର ବାଲୁକା ଶଯ୍ୟାରେ ଲକ୍ଷାଧିକ କଇଁଛ ସମୂହ ଅଣ୍ଡାଦାନ କରିଥାନ୍ତି । 2025 ମସିହାରେ ମାର୍ଚ୍ଚ ମାସ 6 ତାରିଖ ରୁ 10 ତାରିଖ ପର୍ଯ୍ୟନ୍ତ 6 ଲକ୍ଷରୁ ଉର୍ଦ୍ଧ କଇଁଛ ସମୁହ ଅଣ୍ଡାଦାନ କରିଥିଲେ । ପ୍ରତି ବର୍ଷ ମାର୍ଚ୍ଚ ଶେଷ ସପ୍ତାହ ବେଳକୁ ଅଲିଭ ରିଡ଼ିଲେ କଇଁଛ ସମୁହ ଅଣ୍ଡାଦାନ କରିଥାନ୍ତି । ବେଳେ ବେଳେ ଏପ୍ରିଲ ମାସ ପ୍ରଥମ ସପ୍ତାହରେ ମଧ୍ୟ ସମୁହ ଅଣ୍ଡାଦାନ ହୋଇଥାଏ ।

ମାତ୍ର ଚଳିତ ବର୍ଷ ଏପ୍ରିଲ ତୃତୀୟ ସପ୍ତାହ ଆରମ୍ଭ ହୋଇଥିବା ବେଳେ କଇଁଛ ମାନେ ଅଣ୍ଡା ନଦେଇ ଗହୀରମଥା ସୀମା ବାହାରକୁ ଚାଲି ଯିବା ଘଟଣା ଗହୀରମଥା ପାଇଁ ଶୁଭଙ୍କର ନୁହେଁ ବୋଲି ପରିବେଶବିତ୍ ମାନେ ମତ ଦେଇଛନ୍ତି । ଅନ୍ୟପଟେ ୨୦୦୨, ୨୦୦୯ ଓ ୨୦୧୪ରେ ମଧ୍ୟ କଇଁଛ ମାନେ ସମୁହ ଅଣ୍ଡାଦାନ କରିନଥିଲେ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକର କହିଛନ୍ତି।

Tags: gahirmathaOlive ridle
ShareTweetShareSend
Sanchar Live

Sanchar Live

Next Post
ପ୍ରବଳ ଗ୍ରୀଷ୍ମ ପ୍ରବାହ : ଏହିସବୁ ଜିଲ୍ଲାରେ ସ୍କୁଲ ଛୁଟି

ପ୍ରବଳ ଗ୍ରୀଷ୍ମ ପ୍ରବାହ : ଏହିସବୁ ଜିଲ୍ଲାରେ ସ୍କୁଲ ଛୁଟି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଘରଭଡା ଦେଖିବାକୁ ଯାଉଥିଲେ ପଢନ୍ତୁ….
  • ଆନ୍ତର୍ଜାତୀୟ ବେଶ୍ୟାବୃତ୍ତି ସିଣ୍ଡିକେଟ୍ ଚଳାଇବା ଅଭିଯୋଗରେ ଲୋଲା ଗିରଫ
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ନିକିତା ରାୱଲଙ୍କ ଏହି ଭିଡିଓ ଭାଇରାଲ
  • ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୫ ଅଟକ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.