Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗଣେଶ ପୂଜାରେ ଜାଣନ୍ତୁ ଅଗ୍ରପୂଜ୍ୟଙ୍କ ପ୍ରମୁଖ ୧୨ ନାମ

Sanchar Live by Sanchar Live
September 7, 2024
in ଓଡିଶା
0
ଗଣେଶ ପୂଜାରେ ଜାଣନ୍ତୁ ଅଗ୍ରପୂଜ୍ୟଙ୍କ ପ୍ରମୁଖ ୧୨ ନାମ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ପବିତ୍ର ଗଣେଶ ପୂଜା । ଗାଁଠୁ ସମହ ସବୁଠି ଉତ୍ସବ ମୁଖର ।  ଅଗ୍ରପୂଜ୍ୟଙ୍କ ଅନେକ ନାମ ଅଛି, କିନ୍ତୁ ୧୨ଟି ନାମ ପ୍ରସିଦ୍ଧ : ସୁମୁଖ, ଏକଦନ୍ତ, କପିଳ, ଗଜକର୍ଣ୍ଣକ, ଲମ୍ବୋଦର, ବିକଟ, ବିଘ୍ନନାଶକ, ବିନାୟକ, ଧୂମ୍ରକେତୁ, ଗଣାଧ୍ୟକ୍ଷ, ଭାଲଚନ୍ଦ୍ର ଓ ଗଜାନନ। ଗଣେଶ ଚତୁର୍ଥୀ ଦିନ ପିଲା ଖଡ଼ି ଧରିବା ଆରମ୍ଭ କରନ୍ତି। ସମୂହ ଖଡ଼ିଛୁଆଁ କାର୍ଯ୍ୟକ୍ରମ ବିଭିନ୍ନ ମନ୍ଦିର ଓ ପୂଜାମଣ୍ଡପମାନଙ୍କରେ ଆୟୋଜିତ ହୁଏ। ଏହି ଦିନ ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ସରିବା ପରେ ବଟ ଗଣେଶ, ନୃତ୍ୟ ଗଣପତି, ଭଣ୍ଡ ଗଣେଶଙ୍କ ମନ୍ଦିରରେ ଶୀତଳ ଭୋଗ ଓ ବନ୍ଦାପନା ନୀତି ହୋଇଥାଏ। ମୁଳିଆ ସୁଆଁସିଆ ଦେଇଥିବା ଭଦ୍ରାସନ ଉପରେ ବେହେରା କରଣମାନଙ୍କ ମାଦଳାପାଞ୍ଜି ରଖା ଯାଇ ତହିଁ ଉପରେ ପତନି ଓ ପୁଷ୍ପମାଲ୍ୟ ଲାଗି ପୂର୍ବକ ଶୀତଳ ଭୋଗ ଓ ବନ୍ଦାପନା ସରିବା ପରେ ପ୍ରଶାସନ ପକ୍ଷରୁ ଯୋଗାଇଥିବା ୨୨ଟି ନଡ଼ିଆ ଉକ୍ତ ବେହେରା କରଣମାନେ ଭାଙ୍ଗିଥାନ୍ତି ଓ ଏହାକୁ ପ୍ରସାଦ ରୂପେ ସେବନ ମଧ୍ୟ କରାଯାଇଥାଏ।

Tags: ganesh pujaodisha
ShareTweetShareSend
Sanchar Live

Sanchar Live

Next Post
ଟ୍ବେଣ୍ଟି-୨୦ ଲିଜେଣ୍ଡ ଲିଗ୍ କ୍ରିକେଟ୍ ପ୍ରତିଯୋଗିତାରେ ଓଡ଼ିଶା ଟିମ

ଟ୍ବେଣ୍ଟି-୨୦ ଲିଜେଣ୍ଡ ଲିଗ୍ କ୍ରିକେଟ୍ ପ୍ରତିଯୋଗିତାରେ ଓଡ଼ିଶା ଟିମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.