Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

Sanchar Live by Sanchar Live
October 21, 2024
in ଓଡିଶା
0
ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଠାରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଛି । ବୈଠକରେ ସମସ୍ତ ବିଡ଼ିଓ, ତହସିଲଦାର ଓ ମେଡିକାଲ ଅଧିକାରୀଙ୍କୁ ନେଇ ଆଲୋଚନା ହୋଇଛି । ବାତ୍ୟାର ଯେକୌଣସି ପରିସ୍ଥିତିକୁ ପ୍ରଶାସନ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ l ଗତ ତିତିଲି ବାତ୍ୟା ସମୟରେ  ପାହାଡିଆ ଅଂଚଳରେ ହୋଇଥିବା ଭୂସ୍ଖଳନକୁ ଦୃଷ୍ଟିରେ ରଖି ପ୍ରଶାସନ ସଜାଗ ରହିଛି l ବାତ୍ୟା ଆଶ୍ରୟ ସ୍ଥଳୀ ଗୁଡିକୁ ପ୍ରସ୍ତୁତ କରି ରଖା ଯାଇଛି ।

ତଳିଆ ଅଞ୍ଚଳ ପ୍ରତି ଦୃଷ୍ଟି ଦିଆଯାଇଛି । ବିଭିନ୍ନ ବିଭାଗକୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି । ଏଥି ସହ ୨୧ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି । ସମୁଦ୍ର ଭିତରକୁ ମତ୍ସଜୀବୀଙ୍କୁ ପ୍ରବେଶ କରିବାକୁ ବାରଣ କରା ଯାଇଛି । ଯେଉଁ ମାନେ ସମୁଦ୍ର ଭିତରକୁ ଯାଇଛନ୍ତି ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜିଲ୍ଲାପାଳ କହିଛନ୍ତି । ନିର୍ଦ୍ଦେଶ ଅନୁସାରେ ମତ୍ସଜୀବୀ ମାନେ ଆଜି ସମୁଦ୍ରରୁ ଫେରି ଆସିଥିବା ବେଳେ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବୁ ନାହିଁ ବୋଲି କହିଛନ୍ତି ।

Tags: cycloneodisha
ShareTweetShareSend
Sanchar Live

Sanchar Live

Next Post
ବାତ୍ୟାର ନାଁ ‘ଦାନା’ କିଏ ଦେଇଛି ଓ ଏହାର ଅର୍ଥ କ’ଣ ?

ବାତ୍ୟାର ନାଁ ‘ଦାନା’ କିଏ ଦେଇଛି ଓ ଏହାର ଅର୍ଥ କ’ଣ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.