Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ମାମୁଁଙ୍କୁ ଗୁଳି ମାରିବାକୁ ଚେଷ୍ଟା କରି ଭଣଜା ଫେରାର

Sanchar Live by Sanchar Live
May 22, 2025
in ଅପରାଧ
0
ମାମୁଁଙ୍କୁ ଗୁଳି ମାରିବାକୁ ଚେଷ୍ଟା କରି ଭଣଜା ଫେରାର

Oplus_131072

0
SHARES
27
VIEWS
FacebookTwitter

ଖଲ୍ଲିକୋଟ: କୋଦଳା ଥାନା ରାମପଲ୍ଲି ଗାଁରେ ଚାଞ୍ଚଲ୍ୟ । କୌଣସି କାରଣରୁ ମାମୁଁଙ୍କୁ ଗୁଳି ମାରିବାକୁ ଚେଷ୍ଟା କରିଥିଲା ଭଣଜା । ହେଲେ ଗୁଳି ଯାଇ ବାଜିଥିଲର ମାଇ ଦେହରେ । ଗୁଳି ଫୁଟିବା ଶୁଣି ମାଇଁ ହଠାତ ସାମ୍ନାକୁ ଆସିବାରୁ ଏଭଳି ଘଟିଥିବା ସୂଚନା ମିଳିଛି । ମାଇଁକୁ ଗୁଳିମାଡ କରି ଘଟଣାସ୍ଥଳରୁ ଭଣଜା ଫେରାର ହୋଇଯାଇଛି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଏମ୍‍କେସିଜିରେ ଭର୍ତ୍ତି କରାଯାଇଛି । କୋଦଳା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଫେରାର ଭଣଜାକୁ ଖୋଜୁଛି । ତେବେ ଗୁଳିମାଡର ପ୍ରକୃତ କାରଣ ଜଣାପଡିନାହିଁ ।

Tags: firingganjamKodala
ShareTweetShareSend
Sanchar Live

Sanchar Live

Next Post
ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି

ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.