Sunday, October 18, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶେଷ ଯାତ୍ରା ପୂର୍ବରୁ ଶେଷ ଦର୍ଶନ : ଆଜି ହେବ ଗୀତା ପଟ୍ଟନାୟକଙ୍କ ଅନ୍ତିମ ସଂସ୍କାର

Sanchar Live by Sanchar Live
February 16, 2026
in ଓଡିଶା
0
ଶେଷ ଯାତ୍ରା ପୂର୍ବରୁ ଶେଷ ଦର୍ଶନ : ଆଜି ହେବ ଗୀତା ପଟ୍ଟନାୟକଙ୍କ ଅନ୍ତିମ ସଂସ୍କାର

Oplus_131072

0
SHARES
5
VIEWS
FacebookTwitter

ଶେଷ ଯାତ୍ରା ପୂର୍ବରୁ ଶେଷ ଦର୍ଶନ । ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କୁ ଶେଷ ଦର୍ଶନ କରୁଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି । ତାଙ୍କ କଟକ ସ୍ଥିତ ବାସଭବନରେ ଅନ୍ତିମ ଦର୍ଶନ କରୁଛନ୍ତି । ଆଜି ତାଙ୍କ ଅନ୍ତିମ ସଂସ୍କାର କଟକର ସତୀଚଉରାରେ ହେବ । ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବ । ଗତକାଲି କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୀତା ପଟ୍ଟନାୟକଙ୍କର ପରଲୋକ ହୋଇଥିଲା । ୧୯୫୪ ମସିହା ଡିସେମ୍ବର ୧୦ ତାରିଖରେ ଗୀତା ପଟ୍ଟନାୟକ ଜନ୍ମଗ୍ରହଣ କରିଥିଲେ । ସଙ୍ଗୀତରେ ଥିଲା ତାଙ୍କର ଲମ୍ବା ଯାତ୍ରା ।

୧୯୭୧ ମସିହାରେ ଆକାଶବାଣୀର ଜଣେ ସ୍ବୀକୃତି ପ୍ରାପ୍ତ କଣ୍ଠଶିଳ୍ପୀର ମାନ୍ୟତା ପାଇଥିଲେ । ଅନେକ ଚଳଚିତ୍ର ପାଇଁ ସେ ପ୍ରଚ୍ଛଦପଟ୍ଟ ଗାୟିକା ଭାବେ ଗୀତ ଗାଇଛନ୍ତି । କେବଳ ଓଡ଼ିଆ ଭାଷା ନୁହେଁ ବରଂ ହିନ୍ଦୀ, ଗୁଜରାଟି, ରାଜସ୍ଥାନୀ ଓ ମରାଠୀ ଭାଷାରେ ମଧ୍ୟ ଗୀତ ଗାଇଛନ୍ତି । ସେ ଭଜନ, ଜଣାଣ, ପଲ୍ଲୀଗୀତ, ଛାନ୍ଦ, ଚମ୍ପୁ, ଆଧୁନିକ ଗୀତ ଓ ବିଭନ୍ନ ଚଳଚ୍ଚିତ୍ରରେ କଣ୍ଠଦାନ କରି ଓଡ଼ିଶାରେ ନୁହେଁ ଭାରତ ବାହାରେ ମଧ୍ୟ ସଫଳତା ଅର୍ଜନ କରିଛନ୍ତି । ଯାଯାବର ଚଳଚ୍ଚିତ୍ରର ଫୁର କିନା ଉଡ଼ିଗଲା ବଣି, ନାଗଫାଶ ଚଳଚ୍ଚିତ୍ରର ନଦୀ ଫେରେ ସାଗରକୁ ଆଦି ଗୀତ ତାଙ୍କୁ ଲୋକପ୍ରିୟତାର ଶୀର୍ଷକୁ ପହଞ୍ଚାଇଥିଲା ।

Tags: Geeta pattnaiklast rituals
ShareTweetShareSend
Sanchar Live

Sanchar Live

Next Post
ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ, ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଶୋକ ପ୍ରକାଶ

ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ, ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଶୋକ ପ୍ରକାଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କୁମାର ପୂର୍ଣ୍ଣିମା ଦିନ ଧାର୍ଯ୍ୟକୁ ନେଇ ପୁଣି ଦ୍ୱନ୍ଦ୍ୱ
  • ଶପଥ ନେଲେ ନୂଆ ରାଜ୍ୟପାଳ
  • ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
  • ପୂଜା ମଣ୍ଡପରେ ଦଳାଚକଟା ଘଟଣା: ଦୋଷୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ
  • କୋଲକାତା ଦୁର୍ଗାପୂଜାରେ ଅଘଟଣ: ୧୮ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.