Sunday, September 28, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ମାଟିତଳୁ ଉଦ୍ଧାର ହେଲା ମହିଳା ଟ୍ରାଫିକ୍ କନଷ୍ଟେବଲ ଶୁଭମିତ୍ରା ସାହୁଙ୍କ ମୃତଦେହ

Sanchar Live by Sanchar Live
September 17, 2025
in ଅପରାଧ
0
ମାଟିତଳୁ ଉଦ୍ଧାର ହେଲା ମହିଳା ଟ୍ରାଫିକ୍ କନଷ୍ଟେବଲ ଶୁଭମିତ୍ରା ସାହୁଙ୍କ ମୃତଦେହ
0
SHARES
74
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ଵର ଟ୍ରାଫିକ୍ କନଷ୍ଟେବଲ ଶୁଭମିତ୍ରା ସାହୁ ହତ୍ୟା ଘଟଣା ଉପରୁ ହଟିଲା ପରଦା। ଭୁବନେଶ୍ଵରରେ କରିଥିଲା ହତ୍ୟା। ପତ୍ନୀକୁ ମାରି ଗାଡ଼ି ଡିକିରେ ପୁରାଇ କେନ୍ଦୁଝର ଘଟଗାଁ ନିକଟ ଏକ ଜଙ୍ଗଲରେ ନେଇ ପୋତିଥିଲା। ପୋତାଯାଇଥିବା ସ୍ଥାନରେ ଜେସିବି ସହାୟତାରେ ଖୋଳି ବାହାର କରିଛି ପୋଲିସ। ହତ୍ୟା ଘଟଣାରେ ଅଭିଯୁକ୍ତ ସ୍ଵାମୀ କନଷ୍ଟେବଲ ଦୀପକ ରାଉତକୁ ଘଟଗାଁ ଥାନାକୁ ନେଇ ଜେକା କରିଥିଲା କମିଶନରେଟ ପୋଲିସ। ଘଟଗାଁ ଥାନାରେ ଜେରା ପରେ ଶୁଭମିତ୍ରା ସାହୁଙ୍କ ମୃତଦେହ ପୋତା ଯାଇଥିବା ସ୍ଥାନକୁ ନେଇଥିଲା କମିଶନରେଟ ପୋଲିସ। ମୃତଦେହ ପୋତିବାରେ ସହାୟତା କରିଥିବା ଦୀପକଙ୍କ ମାଉସୀ ପୁଅ ଭାଇକୁ ମଧ୍ୟ ପୋଲିସ ଗିରଫ କରିଛି। ତେବେ ପତ୍ନୀ ଶୁଭମିତ୍ରା ସାହୁଙ୍କୁ କାହିଁକି ମାରିଥିଲା ସ୍ଵାମୀ ଦୀପକ ରାଉତ। ବିଭିିନ୍ନ ଦିଗକୁ ନେଇ ପୋଲିସ ତନାଘନା କରୁଛି।

ଉଭୟଙ୍କ ମଧ୍ୟରେ ୧୦ ଲକ୍ଷ ଟଙ୍କାକୁ ନେଇ ଝଗଡ଼ା ହୋଇଥିଲା। ଝଗଡ଼ାରୁ ନେଇ ମଧ୍ୟ ହତ୍ୟା କରାଯାଇଥିବା ସନ୍ଦେହ କରୁଛି ପୋଲିସ। ହତ୍ୟା ପଛରେ ଶୁଭମିତ୍ରାଙ୍କ ନାଁରେ ହୋଇଥିବା ୧ କୋଟି ଟଙ୍କାର ଇନସୁରାନ୍ସ ମଧ୍ୟ ଏକ କାରଣ ହୋଇପାରେ। ଗତ ଜୁଲାଇ ୨୦୨୪ରେ ଶୁଭମିତ୍ରାକୁ ବିବାହ କରିଥିଲା କନଷ୍ଟେବଲ ଦୀପକ ରାଉତ। ପୂର୍ବରୁ ଦୀପକର ପ୍ରଥମ ସ୍ତ୍ରୀ ଦୁର୍ଘଟଣାରେ ପ୍ରାଣ ହରାଇଥିବାବେଳେ ତାଙ୍କ ନାମରେ ଥିବା କୋଟିଏ ଟଙ୍କାର ବୀମା ଟଙ୍କା ପାଇଥିଲା। ପ୍ରଥମ ସ୍ତ୍ରୀର ମୃତ୍ୟୁ ମାମଲା ଏବେ ବି ସନ୍ଦେହ ଘେରରେ ରହିଛି। ଏହାକୁ ନେଇ ତଦନ୍ତ କରୁଛି ପୋଲିସ। ଘଟଗାଁ ଥାନା ପୋଲିସ ଓ ଭୁବନେଶ୍ଵର ପୋଲିସ ମିଳିତ ଭାବେ ତଦନ୍ତ କରୁଛନ୍ତି। ଭୁବନେଶ୍ଵରରେ ହତ୍ୟା କରାଯାଇଥିବା ସ୍ପଟକୁ ନେଇ ସରଜମିନ ତଦନ୍ତ କରିଥିଲା ପୋଲିସ। ୬ ତାରିଖରେ ଶୁଭମିତ୍ରା ଶେଷଥର ଲାଗି ଅଫିସରେ ଡ୍ୟୁଟି କରିଥିଲେ। ଏହାପରେ ଶୁଭମିତ୍ରା ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଏ ନେଇ କ୍ୟାପିଟାଲ ଥାନାରେ ଏତଲା ଦେଇଥିଲେ।

Tags: crimedead body rescuekendujhar
ShareTweetShareSend
Sanchar Live

Sanchar Live

Next Post
ପାରାଦୀପ ବନ୍ଦରରେ ଜାହାଜ ଏମଭି ଡେନସା ଲାୟନ ଗିରଫ

ପାରାଦୀପ ବନ୍ଦରରେ ଜାହାଜ ଏମଭି ଡେନସା ଲାୟନ ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.