Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୁନାବେଶରେ ଦର୍ଶନ ଦେଉଛନ୍ତି ଘଟଗାଁ ବାସିନୀ ମା’ ତାରିଣୀ

Sanchar Live by Sanchar Live
April 14, 2025
in ଓଡିଶା
0
ସୁନାବେଶରେ ଦର୍ଶନ ଦେଉଛନ୍ତି ଘଟଗାଁ ବାସିନୀ ମା’ ତାରିଣୀ
0
SHARES
4
VIEWS
FacebookTwitter

କେନ୍ଦୁଝର :  କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ପାଳନ ହେଉଛି ୮୯ତମ ଚଇତି ପର୍ବ ।  ଆଜି ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ ।  ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ହୋଇଛି ।  ଲମ୍ବା ଲାଇନରେ ଆସି ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ।

ଆଜି ଭୋରୁ ଦେହୁରୀମାନେ ପ୍ରଥମେ ମାଆଙ୍କୁ କ୍ଷୀର, ଲହୁଣୀ, ହଳିଦୀ, ଚୁଆ, ଚନ୍ଦନ ଓ ମହୁ ଲେପନ କରି ମାଜଣା କରିଥିଲେ । ପରେ ମାଆଙ୍କୁ ସ୍ନାନ କରାଯିବା ପରେ ସୁନାବେଶ କରାଯାଇଥିଲା । ଧୂପ, ଦୀପ, ନୈବେଦ୍ୟ ସହ ସକାଳ ଆଳତୀ ହୋଇଥିଲା ।  ଭୋର ୫ଟାରୁ ଆରମ୍ଭ ହୋଇଥିଲା ସର୍ବସାଧାରଣ ଦର୍ଶନ ।  ବହୁ ଦୂର ଦୂରାନ୍ତରୁ ଆସି ଶ୍ରଦ୍ଧାଳୁମାନେ ମାଆଙ୍କ ଦର୍ଶନ କରୁଛନ୍ତି ।

ଭକ୍ତମାନେ ଆଣିଥିବା ଭୋଗ ଦେହୁରୀମାନଙ୍କ ଦ୍ବାରା ଅର୍ପଣ କରାଯାଉଛି ।  ଦିନ ୧୦ଟାରେ ଶଙ୍ଖୁଡ଼ି ଭୋଗ ଲାଗି ହେବ ।  ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି ।  ୫ ପ୍ଲାଟୁନ ପୋଲିସ ସହ ୫୦ରୁ ଉର୍ଦ୍ଧ୍ବ ଅଫିସର ମୁତୟନ ହୋଇଛନ୍ତି ।

Tags: Ghatgaonmaa tarinisunabesha
ShareTweetShareSend
Sanchar Live

Sanchar Live

Next Post
ସମ୍ବଲପୁର ରଙ୍ଗିଆଟିକିରାରେ ପୋଲିସର ଏନକାଉଣ୍ଟର

ଦୁଷ୍କର୍ମ ଅଭିଯୁକ୍ତକୁ ଏନକାଉଣ୍ଟର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.