Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ମେଡିକାଲରୁ ଡିସଚାର୍ଜ ହେଲେ ଶୁବମନ ଗିଲ୍

Sanchar Live by Sanchar Live
November 17, 2025
in କ୍ରୀଡ଼ା
0
ମେଡିକାଲରୁ ଡିସଚାର୍ଜ ହେଲେ ଶୁବମନ ଗିଲ୍
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଭାରତ ଏବଂ ସାଉଥ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ ୩ ଦିନରେ ଶେଷ ହୋଇଛି । ଏହି ଟେଷ୍ଟ ମ୍ୟାଚକୁ ସାଉଥ ଆଫ୍ରିକା ୩୦ ରନରେ ଜିତିନେଇଛି । ଏହି ମ୍ୟାଚରେ ଟିମ୍ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ଅଭାବ ଅନୁଭୂତ ହୋଇଥିଲା । ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଆହତ ହୋଇ ହସପିଟାଲରେ ଭର୍ତ୍ତି ହୋଇଥିଲେ । ଏବେ ଶୁବମନ ଗିଲ୍ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ।

ସାଉଥ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ଖେଳିବା ସମୟରେ ବେକରେ ଆଘାତ ଯୋଗୁଁ ତାଙ୍କର ଚିକିତ୍ସା ଚାଲିଥିଲା । କୋଲକାତାର ଇଡେନ ଗାର୍ଡେନରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟେଷ୍ଟ ବେଳେ ଗିଲଙ୍କ ବେକରେ ଆଘାତ ହୋଇଥିଲେ । ସୌରଭ ଗାଙ୍ଗୁଲି ରବିବାର ଉଡଲ୍ୟାଣ୍ଡସ୍ ମଲ୍ଟିସ୍ପେଶାଲିଟି ହସ୍ପିଟାଲରେ ଗିଲଙ୍କୁ ଭେଟିବାକୁ ଯାଇ ଥିଲେ ।

ମ୍ୟାଚର ଦ୍ଵିତୀୟ ଦିନରେ ବ୍ୟାଟିଂ କରୁଥିବା ସମୟରେ ଆହତ ହୋଇଥିବା ଗିଲଙ୍କୁ ତୃତୀୟ ଦିନର ଖେଳ ଆରମ୍ଭ ହେବା ପୂର୍ବରୁ ପ୍ରଥମ ଟେଷ୍ଟରୁ ବାଦ ଦିଆଯାଇଥିଲା । ନଭେମ୍ବର ୨୨ରୁ ଗୌହାଟୀରେ ଦ୍ଵିତୀୟ ଟେଷ୍ଟ ମ୍ୟାଚ୍ ଖେଳାଯିବ । ଦକ୍ଷିଣ ଆଫ୍ରିକା ଏହି ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଥିଲା ।

Tags: cricketmedicalShubhaman gill
ShareTweetShareSend
Sanchar Live

Sanchar Live

Next Post
ପୋଲିସ SI ଚାକିରି ବିକ୍ରି ଜାଲିଆତି ମାମଲା: ତଦନ୍ତ ପାଇଁ ବ୍ରହ୍ମପୁରରେ ପହଞ୍ଚିଲା CBI ଟିମ

ପୋଲିସ SI ଚାକିରି ବିକ୍ରି ଜାଲିଆତି ମାମଲା: ତଦନ୍ତ ପାଇଁ ବ୍ରହ୍ମପୁରରେ ପହଞ୍ଚିଲା CBI ଟିମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.