ବଢୁଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୪,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୫,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୪,୮୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ
ହଜାର ୧,୦୫,୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୪,୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୫,୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୪,୦୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୫,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୧୫,୦୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୫,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୪,୮୮୦ ଓ ୧,୦୫,୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୪୩,୦୦୦ ଟଙ୍କା ହୋଇଛି ।